Home Bibles ରୋମୀୟଙ୍କ ପ୍ରତି ପତ୍ର 9:4 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 9:4 · ଓଡ଼ିଆ ବାଇବେଲ

ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।

Cross references

ଆଦି ପୁସ୍ତକ 15:18

ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।

ଆଦି ପୁସ୍ତକ 17:2

ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନଇେ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।

ଆଦି ପୁସ୍ତକ 17:7

ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଆଦି ପୁସ୍ତକ 17:10

ଏହି ଚୁକ୍ତିକୁ ତୁମ୍ଭମାନେେ ନିଶ୍ଚଯ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମାେ ମଧିଅରେ ଚୁକ୍ତି ଏବଂ ଏହା ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି ପ୍ରେତ୍ୟକକ ଜନ୍ମ ହବୋ ପୁରୁଷକୁ ନିଶ୍ଚଯ ସୁନ୍ନତ କରାୟିବ।

ଆଦି ପୁସ୍ତକ 32:28

ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।

ଯାତ୍ରା ପୁସ୍ତକ 4:22

ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।

ଯାତ୍ରା ପୁସ୍ତକ 12:25

ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭମାନେେ ସଠାେରେ ମଧ୍ଯ ପାଳନ କରିବ, ସହେି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦବେେ, ଯେ ହତେୁ ସେ ପ୍ରତିଜ୍ଞା କରିଥିଲେ।

ଯାତ୍ରା ପୁସ୍ତକ 19:3

ଏହାପରେ ମାଶାେ ଉପରକୁ ଚଢି ପରମେଶ୍ବରଙ୍କ ନିକଟକୁ ଗଲେ। ପରମେଶ୍ବର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ ତାକୁ କହିଲେ, ଏହି ସୂଚନା ଯାକୁବର ପରିବାର ଇଶ୍ରାୟେଲୀୟମାନଙ୍କୁ ଦିଅ।

ଯାତ୍ରା ପୁସ୍ତକ 24:7

ମାଶାେ ବିଶଷେ ନିଯମ ଲଖାୟୋଇଥିବା ନଳାକାର ପୁସ୍ତକ ନଇେ ଲୋକମାନଙ୍କ ଆଗ ରେ ପାଠ କଲେ। ସମାନେେ କହିଲେ, ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭମାନେେ ଏହା କରିବୁ ଏବଂ ଆମ୍ଭମାନେେ ମାନିବୁ।

ଯାତ୍ରା ପୁସ୍ତକ 34:27

ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଏ ସମସ୍ତ ଲୋଖ ଯାହା ଆମ୍ଭେ ସବୁ କହିଲୁ। ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ ଏବଂ ତୁମ୍ଭର ଇଶ୍ରାୟେଲୀୟ ଲୋକମାନଙ୍କ ସହିତ କଲୁ।

ଯାତ୍ରା ପୁସ୍ତକ 40:34

ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।

ଗଣନା ପୁସ୍ତକ 7:89

ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।

ଦିତୀୟ ବିବରଣ 7:6

କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।

ଦିତୀୟ ବିବରଣ 14:1

ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସନ୍ତାନ, ଯେତବେେଳେ ଜଣେ ମରି ଯାଉଛି ତୁମ୍ଭର ଦକ୍ସ୍ଟଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ଯସ୍ଥଳ କ୍ଷୌର ହବେ ନାହିଁ।

ଦିତୀୟ ବିବରଣ 29:1

ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ସହିତ ହାରେବେ ପର୍ବତ ରେ ଏକ ଚକ୍ସ୍ଟକ୍ତି କରିଥିଲେ। ତାହାଛଡା ସେ ମାୟୋବ ଦେଶ ରେ ତାଙ୍କ ସହିତ ଆଉ ଏକ ଚକ୍ସ୍ଟକ୍ତି କରିଥିଲେ। ତାହାସବୁ ଏହି ଯେ,

ଦିତୀୟ ବିବରଣ 29:14

ସଦାପ୍ରଭୁ ଏହି ଚକ୍ସ୍ଟକ୍ତି କରିଛନ୍ତି ତାଙ୍କର ପ୍ରତିଜ୍ଞା ଅନକ୍ସ୍ଟୟାଯୀ କବଳେ ତୁମ୍ଭମାନଙ୍କ ସହିତ ନକ୍ସ୍ଟ ହେଁ।

ଦିତୀୟ ବିବରଣ 31:16

ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।

ପ୍ରଥମ ଶାମୁୟେଲ 4:21

ସେ ସହେି ବାଳକର ନାମ ଐ-କାବୋଦ୍ ଦଲୋ। ତା'ର ଅର୍ଥ, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲି ୟାଇଛି।ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ଧରା ପଡିଛି ଏବଂ ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯ ବରଣ କରିଥିଲେ।

ପ୍ରଥମ ରାଜାବଳୀ 8:11

ଯାଜକମାନେ ସଦାପ୍ରଭୁଙ୍କ ସବୋ କରିପାରିଲେ ନାହିଁ କାରଣ ମନ୍ଦିରଟି ମେଘ ରେ ପରିପୂର୍ଣ ଥିଲା ଓ ସଦାପ୍ରଭୁଙ୍କ ମହିମା ରେ ପୂର୍ଣ ହାଇେଥିଲା।

ନିହିମିୟା 9:13

ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।

ନିହିମିୟା 13:29

ହେ ମାରେ ପରମେଶ୍ବର, ସମାନଙ୍କେୁ ସ୍ମରଣ କର। ଯେ ହତେୁ ସମାନେେ ଯାଜକପଦକୁ ଆଉ ଯାଜକ ପଦ ରେ ଓ ଲବେୀୟମାନଙ୍କର ନିଯମକୁ କଳଙ୍କିତ କରିଛନ୍ତି।

ଗୀତସଂହିତା 63:2

ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।

ଗୀତସଂହିତା 73:1

ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।

ଗୀତସଂହିତା 78:61

ସେ ତାଙ୍କର ଶକ୍ତିର ପ୍ରତୀକକୁ କରାଯତ୍ତ କରିବା ପାଇଁ ଦେଲେ। ସେ ତାଙ୍କର ଗୌରବର ପ୍ରତୀକକୁ ଶତ୍ରୁମାନଙ୍କ ଦ୍ବାରା ନଇଗେଲେ।

ଗୀତସଂହିତା 89:3

ତୁମ୍ଭେ କହିଲ, ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।

ଗୀତସଂହିତା 89:34

ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।

ଗୀତସଂହିତା 90:16

ତୁମ୍ଭେ କରିପାରୁଥିବା ଆଶ୍ଚର୍ୟ୍ଯ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ ଏବଂ ସମାନଙ୍କେ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦଖାେଅ।

ଗୀତସଂହିତା 147:19

ପରମେଶ୍ବର ୟାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ବର ଇଶ୍ରାୟେଲ ପ୍ରତି ଆପଣା ବ୍ଯବସ୍ଥା ଓ ବିଧି ପ୍ରକାଶ କଲେ !

ଯିଶାଇୟ 5:2

ସମାରପ୍ରିଯତମ କ୍ଷଲତଟିକୁସଖାଳି ପଥର ପରିଷ୍କାର କଲଲ।ସସଥିସର ଅତି ଉତ୍ତମ ଦ୍ରାକ୍ଷାଲତାସରାପଣ କଲଲ।ସସ କ୍ଷଲତର ମଧ୍ଯଭାଗସରସଗାଟିଏ ସୁନ୍ଦର ଏବଂ ଉଚ୍ଚଗୃହ ନିର୍ମାଣ କଲଲ ଏବଂସସ ଦ୍ରାକ୍ଷାକୁଣ୍ଡ ତିଆରି କଲଲ।ସସ ଭଲ ଅଙ୍ଗୁର ଧରିବା ପାଇଁ ଅପଲକ୍ଷା କଲଲ, କିନ୍ତୁ ଉତ୍ତମ ପରିବର୍ଲତ ବନ୍ଯ ଦ୍ରାକ୍ଷାଫଳ ଫଳିଲା।

ଯିଶାଇୟ 41:8

ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।

ଯିଶାଇୟ 46:3

ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।

ଯିଶାଇୟ 60:19

ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।

ଯିରିମିୟ 31:9

ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।

ଯିରିମିୟ 31:20

ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 31:33

ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

ଯିରିମିୟ 33:20

ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।

ଯିହିଜିକଲ 20:11

ତା'ପ ରେ ଆମ୍ଭେ ସମାନଙ୍କେୁ ଆପଣାର ବିଧି ଦଲେୁ ଓ ଆପଣା ବ୍ଯବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ।

ହୋଶେୟ 11:1

ସଦାପ୍ରଭୁ କହିଲେ, ଇଶ୍ରାୟେଲ ବାଲ୍ଯ ଥିଲା ବେଳେ ଆମ୍ଭେ ତା'କୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ।

ମାଥିଉଲିଖିତ ସୁସମାଚାର 21:33

ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।

ଲୂକଲିଖିତ ସୁସମାଚାର 1:54

ତାହାଙ୍କର ସବୋ କରିବାପାଇଁ ସେ ନିଜେ ବାଛିଥିବା ଇଶ୍ରାୟେଲର ଲୋକମାନଙ୍କୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।

Interlinear

Choose Theme