ରୂତର ବିବରଣ 1:18 · ଓଡ଼ିଆ ବାଇବେଲ
ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ୟିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ୟକ୍ସ୍ଟକ୍ତି ବନ୍ଦ କଲେ।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 2:42
ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:14
ସେ ଆମ୍ଭ କଥା ରେ ପ୍ରଭାବିତ ନ ହବୋରୁ ଆମ୍ଭମାନେେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।
ଏଫିସୀୟଙ୍କ ପ୍ରତି ପତ୍ର 6:10
ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।