କିନ୍ତୁ ବନୟମୀ ସହେି ଲୋକମାନଙ୍କୁ କହିଲେ, ମାେତେ ନୟମୀ ବୋଲି ଡାକ ନାହିଁ, ମାେତେ ମାରା ବୋଲି ଡାକ। ଯହେିତକ୍ସ୍ଟ ସର୍ବଶକ୍ତିମାନ ପରମେଶ୍ବର ମାରେ ଜୀବନକକ୍ସ୍ଟ ଦକ୍ସ୍ଟଃଖପୂର୍ଣ କରିଅଛନ୍ତି।
Cross references
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।
ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପାର୍ଥନା କରିବି, ସେ ରାଜ୍ଯପାଳଙ୍କୁ ଏପରି କହି ଦବେେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେଶିମିଯୋନ ଓ ବିନ୍ଯାମୀନଙ୍କୁ ନିରାପଦ ରେ ଫରୋଇ ଦବେେ। ଯଦି ନ ଫରୋନ୍ତି, ତବେେ ମାେତେ ପୁଣି ପୁତ୍ର ପାଇଁ ଶାେକ କରିବାକୁ ପଡ଼ିବ।
ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।
ତିନିଦିନ ପରେ ଲୋକମାନେ ମାରାଠା ରେ ପହନ୍ଚିଲେ। ସଠାେରେ ପାଣି ଥିଲା କିନ୍ତୁ ତିକ୍ତତା ହତେୁ ପାନୀଯ ଯୋଗ୍ଯ ନଥିଲା। ଯେଉଁଥିପାଇଁ ସହେି ସ୍ଥାନର ନାମ ଥିଲା ମାରା।
ଯେଉଁ ମନୁଷ୍ଯକୁ ପରମେଶ୍ବର ସଂ ଶାଧେନ କରନ୍ତି, ସେ ଭାଗ୍ଯବାନ। ତେଣୁ ସହେି ସର୍ବଶକ୍ତିମାନ ପରମେଶ୍ବର ଯେତବେେଳେ ତୁମ୍ଭକୁ ଦଣ୍ଡ ଦିଅନ୍ତି, ତାଙ୍କ ବିରୁଦ୍ଧ ରେ ଅଭିଯୋଗ କରନାହିଁ।
ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
ପରମେଶ୍ବର ମାେତେ ପୁନର୍ବାର ନିଶ୍ବାସ ନବୋକୁ ଦବେେ ନାହିଁ, କିନ୍ତୁ ଅଧିକ କଷ୍ଟ ଦବେେ।
ଆୟୁବ, ତୁମ୍ଭେ କ'ଣ ସତ ରେ ପରମେଶ୍ବରଙ୍କୁ ବୁଝିଅଛ ? ତୁମ୍ଭେ କ'ଣ ସତ ରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ ?
କିନ୍ତୁ ସେ ପରମେଶ୍ବର ମାେ ପ୍ରତି ଭୁଲ କରିଛନ୍ତି ? ସେ ମାେତେ ଧରିବାକୁ ନିଜର ଫାନ୍ଦ ବସାଇଲେ।
ପରମେଶ୍ବର, ମୁଁ ଦିନୟାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମାେତେ ଶାସ୍ତି ଦେଉଅଛ।
ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।
ମୁଁ ସାହାୟ୍ଯ ପାଇଁ ପ୍ରଭାତ ପର୍ୟ୍ଯନ୍ତ କ୍ରନ୍ଦନ କଲି। ଯେପରି ସିଂହା ମାରେ ଅସ୍ଥିସବୁ ଚୂର୍ଣ୍ଣ କରୁଅଛି। ଏକ ଦିବାରାତ୍ର ସ୍ବଳ୍ପ ସମୟ ମଧିଅରେ ତୁମ୍ଭେ ମାେତେ ଶଷେ କରିବ।
ମୁଁ ସହେି ମନୁଷ୍ଯ, ଯେ କି ସଦାପ୍ରଭୁଙ୍କ କୋରଧରୂପ ପାଞ୍ଚଣ ଦ୍ବାରା ପ୍ରହୃତ ହାଇେଥିବା କ୍ଲେଶ ଦେଖିଅଛି।
ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳ ରେ, ଦଣ୍ଡ ପାଇବା ଦ୍ବାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।
ପ୍ରଭୁ ପରମେଶ୍ବର କହନ୍ତି, ମୁଁ ଆରମ୍ଭ ଓ ଶଷେ (ଆଲ୍ଫା ଓ ଓମଗୋ) ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।
ମୁଁ ସହେି ନଗରୀ ଭିତ ରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ବର ଓ ମଷେଶାବକ ହେଉଛନ୍ତି ସହେି ନଗରର ମନ୍ଦିର।