ରୂତର ବିବରଣ 1:4 · ଓଡ଼ିଆ ବାଇବେଲ
ତା'ର ପକ୍ସ୍ଟତ୍ରମାନେ ମାୟୋବର ୟକ୍ସ୍ଟବତୀଙ୍କକ୍ସ୍ଟ ବିବାହ କଲେ। ଜଣେ ସ୍ତ୍ରୀଙ୍କର ନାମଥିଲା ଅର୍ପା, ଅନ୍ୟ ଜଣଙ୍କର ନାମ ଥିଲା ଋତ। ସମାନେେ ମାୟୋବ ରେ ଦଶ ବର୍ଷ ବାସ କଲେ।
Cross references
ଦିତୀୟ ବିବରଣ 7:3
ତୁମ୍ଭମାନେେ ସମାନଙ୍କେ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭମାନେେ ସମାନଙ୍କେ ପକ୍ସ୍ଟତ୍ରମାନଙ୍କ ସହିତ ଆପଣା କନ୍ଯାମାନଙ୍କୁ ବିବାହ ଦବନୋହିଁ। କିଅବା ଆପଣା ପକ୍ସ୍ଟତ୍ରମାନଙ୍କୁ ସମାନଙ୍କେ କନ୍ଯାମାନଙ୍କ ସହିତ ବିବାହ ଦବେ ନାହିଁ।
ଦିତୀୟ ବିବରଣ 23:3
ଅେମ୍ମାନୀୟ କି ମାୟୋବୀଯ ଲୋକ ଏବଂ ତାଙ୍କର ଦଶ ପୁରୁଷ ପର୍ୟ୍ଯନ୍ତ ମଧ୍ଯ ସଦାପ୍ରଭୁଙ୍କ ଧାର୍ମିକ ସମାଜ ରେ ପ୍ରବେଶ କରିପାରିବ ନାହିଁ।
ପ୍ରଥମ ରାଜାବଳୀ 11:1
ଶ ଲୋମନ ବହୁ ରମଣୀଙ୍କୁ ପ୍ ରମେ କଲେ, ସମାନେେ ଇଶ୍ରାୟେଲ ଦେଶରୁ ନଥିଲେ। ସେ ରାଜା ଫାରୋର କନ୍ଯା ବ୍ଯତୀତ ହିତ୍ତୀଯ, ମାୟୋବୀଯ, ଅେମ୍ମାନୀୟ, ଇଦୋମୀଯ ଓ ସୀଦୋନୀଯ ସ୍ତ୍ରୀମାନଙ୍କୁ ଭଲ ପାଇଲେ।
ନିହିମିୟା 13:23
ସହେି ସମୟରେ ଯେଉଁ ୟିହୁଦୀଯମାନେ ଅସଦୋଦ୍, ଅମ୍ମାନେ ଓ ମାୟୋବ ଦେଶୀଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନଙ୍କେୁ ମୁଁ ଦେଖିଲି।
ମାଥିଉଲିଖିତ ସୁସମାଚାର 1:5
ସଲମାନେ ବୋୟଜଙ୍କ ବାପା।