Home Bibles ରୂତର ବିବରଣ 1:5 · ଓଡ଼ିଆ ବାଇବେଲ
ରୂତର ବିବରଣ 1:5 · ଓଡ଼ିଆ ବାଇବେଲ

ମହଲୋନ ଏବଂ କିଲିୟୋନ ମଧ୍ଯ ମୃତକ୍ସ୍ଟ୍ଯବରଣ କଲେ। ତେଣୁ ନୟମୀ ସ୍ବାମୀହୀନ ଓ ପକ୍ସ୍ଟତ୍ରହୀନ ହାଇେ ରହିଲା।

Cross references

ଦିତୀୟ ବିବରଣ 32:39

'ଏବେ ଦେଖ ଆମ୍ଭେ କବଳେ ପରମେଶ୍ବର ଅଟକ୍ସ୍ଟ। ଆଉ କୌଣସି ଅନ୍ୟ ଦବେତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରକ୍ସ୍ଟ। କୌଣସି ବ୍ଯକ୍ତି ଆମ୍ଭ ଶକ୍ତିଠାରକ୍ସ୍ଟ ରକ୍ଷା କରିପାରିବ ନାହିଁ

ଗୀତସଂହିତା 89:30

ୟଦି ବଂଶଧରଗଣ ଆମ୍ଭ ବ୍ଯବସ୍ଥା ପରିତ୍ଯାଗ କରନ୍ତି ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସମାନଙ୍କେୁ ଦଣ୍ଡ ଦବୋ।

ଯିଶାଇୟ 49:21

ସେତବେେଳେ ତୁମ୍ଭେ ମନେ ମନେ କହିବ, ମାରେ ସନ୍ତାନଗଣ ଅପହୃତ ହାଇେଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହାଇେ ଏଣେ ତଣେେ ଭ୍ରମଣ କରୁଅଛି। ମାରେ ଏ ସମସ୍ତଙ୍କୁ କିଏ ଜନ୍ମ ଦଇେଛନ୍ତି ? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠା ରେ ଥିଲେ ?'

ଯିରିମିୟ 2:19

ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।

ମାଥିଉଲିଖିତ ସୁସମାଚାର 22:25

ଆମ୍ଭ ଭିତ ରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତାର କୌଣସି ସନ୍ତାନ ନଥିଲେ। ତେଣୁ ତାର ଭାଇ ସହେି ସ୍ତ୍ରୀ ଲୋକଟିକୁ ବିବାହ କଲା।

ଲୂକଲିଖିତ ସୁସମାଚାର 7:12

ଯୀଶୁ ଯେତବେେଳେ ନଗରଦ୍ବାର ନିକଟରେ ପହନ୍ଚିଲେ ସେତବେେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା' ବିଧବା ମାଆର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସଠାେରେ ତା ମାଆ ସହିତ ମଧ୍ଯ ନଗରର ବହୁ ସଂଖ୍ଯକ ଲୋକ ଥିଲେ।

Interlinear

Choose Theme