Home Bibles ରୂତର ବିବରଣ 2:11 · ଓଡ଼ିଆ ବାଇବେଲ
ରୂତର ବିବରଣ 2:11 · ଓଡ଼ିଆ ବାଇବେଲ

ବୋୟଜ ତାଙ୍କୁ କହିଲେ, ତୁମ୍ଭେ କିପରି ତକ୍ସ୍ଟମ୍ଭ ଶାଶୂ ନୟମୀକକ୍ସ୍ଟ ସାହାୟ୍ଯ କଲ, ମାେତେ ସେ ବିଷଯ ରେ କକ୍ସ୍ଟହାଗଲା। ମୁ ଜାଣେ ତୁମ୍ଭର ସ୍ବାମୀର ମୃତକ୍ସ୍ଟ୍ଯ ପରେ ତୁମ୍ଭେ କିପରି ତାକକ୍ସ୍ଟ ସାହାୟ୍ଯ କଲ। ଏବଂ ମୁ ଏହା ମଧ୍ଯ ଜାଣେ ଯେ ତୁମ୍ଭେ ତୁମ୍ଭର ନିଜର ଦେଶ, ମାତାପିତାଙ୍କୁ ଛାଡି ପକ୍ସ୍ଟଣି ଯେଉଁମାନଙ୍କୁ ତୁମ୍ଭେ ପର୍ବରକ୍ସ୍ଟ ଜାଣି ନଥିଲ, ସହେିମାନଙ୍କ ସହିତ ରହିବା ପାଇଁ ଆସିଅଛ।

Cross references

ରୂତର ବିବରଣ 1:11

କିନ୍ତୁ ନୟମୀ କହିଲେ, ନା, ମାରେ କନ୍ଯାଗଣ, ତୁମ୍ଭେ ତୁମ୍ଭର ସ୍ବଗୃହକକ୍ସ୍ଟ ଫରେିୟାଅ। ତୁମ୍ଭମାନେେ ଆଉ କାହିଁକି ମାେ ସହିତ ୟିବ? ମୁ ତୁମ୍ଭମାନଙ୍କୁ ସାହାୟ୍ଯ କରିପାରିବି ନାହିଁ। ମାରେତ ଗର୍ଭ ରେ ଆଉ ସନ୍ତାନ ନାହିନ୍ତି, ଯେଉଁମାନେ କି ତୁମ୍ଭର ସ୍ବାମୀ ହାଇେ ଥା'ନ୍ତେ।

ରୂତର ବିବରଣ 1:14

ଏଣୁ ସହେି ସ୍ତ୍ରୀ ଲୋକମାନେ ପକ୍ସ୍ଟଣି ରୋଦନ କଲେ। ଏହାପରେ ଅର୍ପା ତା'ର ଶାଶୂକକ୍ସ୍ଟ ଚକ୍ସ୍ଟମ୍ବନ ଦଲୋ ଓ ଗ୍ଭଲିଗଲା। କିନ୍ତୁ ଋତ ତାଙ୍କୁ ଧରି ରହିଲା।

ରୂତର ବିବରଣ 1:16

କିନ୍ତୁ ଋତ କହିଲେ, ଦୟାକରି ତୁମ୍ଭକୁ ଛାଡି ୟିବା ପାଇଁ ମାେତେ ବାଧ୍ଯ କର ନାହିଁ। ମାରେ ସ୍ବଗୃହକକ୍ସ୍ଟ ଫରେିୟିବା ପାଇଁ ମାେତେ କକ୍ସ୍ଟହ ନାହିଁ। ମାେତେ ତକ୍ସ୍ଟମ୍ଭ ସହିତ ୟିବାକକ୍ସ୍ଟ ଦିଅ। ତୁମ୍ଭେ ୟକ୍ସ୍ଟଆଡେ ୟିବ, ମୁ ସହେିଆଡେ ୟିବି। ତୁମ୍ଭେ ଯେଉଁଠା ରେ ରହିବ ମୁ ସହେିଠା ରେ ରହିବି। ତୁମ୍ଭର ଲୋକ ହିଁ ମାରେ ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମାରେସଦାପ୍ରଭୁ ହବେେ।

ରୂତର ବିବରଣ 3:10

ଏହାପରେ ବୋୟଜ କହିଲା, ହେ ୟକ୍ସ୍ଟବତୀ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ତୁମ୍ଭେ ମାେ ପ୍ରତି ଅନକେ ଦୟା ଦଖାଇେଛ। ତୁମ୍ଭର ମାେ' ପ୍ରତି ଦୟା ପୂର୍ବରକ୍ସ୍ଟ ନୟମୀକକ୍ସ୍ଟ ଦଖାଇେଥିବା ଦୟାଠାରକ୍ସ୍ଟ ଆହକ୍ସ୍ଟରି ଅଧିକ। ତୁମ୍ଭେ ଜଣେ ଗରିବ ବା ଧନୀ ୟକ୍ସ୍ଟବକକକ୍ସ୍ଟ ଠିକ୍ କରି ବିବାହ କରିପାରିଥାନ୍ତ। କିନ୍ତୁ ତୁମ୍ଭେ ଏପରି କଲ ନାହିଁ।

ଦିତୀୟ ଶାମୁୟେଲ 21:11

ଏଥି ରେ ଶାଉଲଙ୍କର ଉପପତ୍ନୀ ଅଯାର କନ୍ଯା ରିସ୍ପାର ଏହି କର୍ମ ଦାଉଦଙ୍କକ୍ସ୍ଟ ଜ୍ଞାତ କରାଗଲା।

ଗୀତସଂହିତା 37:5

ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।

ଗୀତସଂହିତା 45:10

ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।

ଲୂକଲିଖିତ ସୁସମାଚାର 5:11

ତା'ପରେ ସମାନେେ ସମାନଙ୍କେର ଡଙ୍ଗାଗୁଡିକୁ କୂଳକୁ ଆଣିଲେ। ସମାନେେ ସବୁ କିଛି ତ୍ଯାଗ କରିଦଇେ ଯୀଶୁଙ୍କ ଅନୁଗମନ କଲେ।

ଲୂକଲିଖିତ ସୁସମାଚାର 5:23

କଅଣ କହିବା ସରଳ? ପକ୍ଷାଘାତ ରୋଗୀଟିକୁ କହିବା ଯେ 'ତୁମ୍ଭ ପାପ କ୍ଷମା କରି ଦିଆଗଲା' ନା ଏକଥା କହିବା ଯେ ଉଠ ଓ ଚାଲ?'

ଲୂକଲିଖିତ ସୁସମାଚାର 14:33

ସହେିଭଳି ତୁମ୍ଭମାନେେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭମାନେେ ମାେତେ ଅନୁସରଣ କରିବାକୁ ଚାହିଁଲେ ତୁମ୍ଭମାନଙ୍କର ପ୍ରେତ୍ୟକକ ବିଷୟ ତ୍ଯାଗ କରିବ। ତୁମ୍ଭମାନେେ ଯଦି ତାହା କରି ନପାରିବ, ତବେେ ମାରେ ଶିଷ୍ଯ ହାଇେ ପାରିବନାହିଁ।

ଲୂକଲିଖିତ ସୁସମାଚାର 18:29

ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ଯେଉଁ ଲୋକ ପରମେଶ୍ବରଙ୍କ ରାଜ୍ଯ ପାଇଁ ତାର ଘର, ପତ୍ନୀ, ଭାଇ, ବାପାମାଆ କିମ୍ବା ପିଲାମାନଙ୍କୁ ଛାଡିଥିବ,

ଏବ୍ରୀ 11:8

ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।

ଏବ୍ରୀ 11:24

ମାଶାେ ବଡ଼ ହାଇେ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହବୋ ପାଇଁ ମନା କଲେ।

Interlinear

Choose Theme