Home Bibles ରୂତର ବିବରଣ 2:14 · ଓଡ଼ିଆ ବାଇବେଲ
ରୂତର ବିବରଣ 2:14 · ଓଡ଼ିଆ ବାଇବେଲ

ମଧ୍ଯାହ୍ନ ଭୋଜନ ସମୟରେ, ବୋୟଜ ଋତଙ୍କକ୍ସ୍ଟ କହିଲେ, ଏଠାକକ୍ସ୍ଟ ଆସ! ଆମର ରୋଟୀରକ୍ସ୍ଟ କିଛି ଖାଅ। ଆଉ ତୁମ୍ଭେ ରୋଟୀରକ୍ସ୍ଟ କିଛି ଖଣ୍ତ ନଇେ ତାହାକକ୍ସ୍ଟ ଅମ୍ଳରସ ରେ ବକ୍ସ୍ଟଡାଅ।

Cross references

ଦିତୀୟ ବିବରଣ 8:10

ଆଉ ତୁମ୍ଭମାନେେ ସଠାେରେ ଖାଦ୍ୟ ରେ ତୃଲ୍ଗ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦଇେ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ଯବାଦ କରିବ।

ଦିତୀୟ ବିବରଣ 11:15

ମୁ ତକ୍ସ୍ଟମ୍ଭ ପଶକ୍ସ୍ଟଗଣ ନିମନ୍ତେ ତୁମ୍ଭମାନଙ୍କ କ୍ଷେତ୍ର ରେ ତୃଣ ଦବେି। ତୁମ୍ଭମାନଙ୍କର ଭୋଜନ କରିବାକୁ ୟଥେଷ୍ଟ ହବେ ଏବଂ ତୃଲ୍ଗ ହବେ।'

ରୂତର ବିବରଣ 2:18

ଋତକ୍ସ୍ଟ ଏହାପରେ ଶସ୍ୟଗୁଡ଼ିକ ନଇେ ନଗରକକ୍ସ୍ଟ ୟାଇ ତା'ର ଶାଶୂକକ୍ସ୍ଟ ଦଲୋ ଏବଂ ସାଙ୍ଗ ରେ ଆଣିଥିବା ଅବଶିଷ୍ଟ ଖାଦ୍ୟ ତାଙ୍କୁ ଦଲୋ।

ପ୍ରଥମ ଶାମୁୟେଲ 17:17

ଦିନେ ୟିଶୀ ନିଜର ପକ୍ସ୍ଟତ୍ର ଦାଉଦଙ୍କକ୍ସ୍ଟ କହିଲା, ସୈନ୍ଯ ଛାଉଣୀ ରେ ଥିବା ନିଜ ଭାଇମାନଙ୍କ ପାଇଁ ଏହି ଭଜା ଶସ୍ଯରକ୍ସ୍ଟ ଏକ ଐଫା ଓ ଏହି ଦଶଟା ରୋଟୀ ନଇୟୋଅ।

ପ୍ରଥମ ଶାମୁୟେଲ 25:18

ଅବୀଗଲ ଶୀଘ୍ର 200 ରୋଟୀ, ଦକ୍ସ୍ଟଇକମ୍ଫା ଦ୍ରାକ୍ଷାରସ ଓ ପାଞ୍ଚଟି ମଷେର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ଯ ଓ 100 ପନ୍ଡୋ ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନଇେ ଗଧମାନଙ୍କ ପିଠି ରେ ଲଦିଲା।

ଦିତୀୟ ଶାମୁୟେଲ 17:28

ଅେମ୍ମାନୀୟମାନେ ବିଛଣା, ମାଠିଆ, ଅନ୍ଯାନ୍ଯ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ୟବ, ମଇଦା, ଭଜାଶସ୍ଯ, ଶିମ, ମସକ୍ସ୍ଟର ଏବଂ ଭଜା ବିରି।

ଦିତୀୟ ରାଜାବଳୀ 4:43

ତହୁଁ ଇଲୀଶାୟଙ୍କ ସବେକ କହିଲା, ଏଠା ରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦବେି?

ଆୟୁବ ପୁସ୍ତକ 31:16

ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।

ଗୀତସଂହିତା 23:5

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶତ୍ରୁମାନଙ୍କ ସମ୍ମୁଖରେ ମାରେ ମଜେ ସଜାଇଅଛ। ତୁମ୍ଭେ ମାରେ ମୁଣ୍ଡରେ ତଲେ ଢ଼ାଳିଛ। ମାେ ପାନପାତ୍ର ପୂର୍ଣ୍ଣ ହାଇେ ଉଚ୍ଛୁଳି ପଡ଼ିଛି।

ହିତୋପଦେଶ 11:24

କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।

ଯିଶାଇୟ 32:8

ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।

ଯିଶାଇୟ 58:7

ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?'

ଯିଶାଇୟ 58:10

ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦଇେଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତବେେ ତୁମ୍ଭେ ଅନ୍ଧକାର ରେ ଦୀପ୍ତିମାନ ହବେ ଏବଂ ତୁମ୍ଭ ଚାରିଦିଗ ରେ ଥବା ଗାଢ଼ ଅନ୍ଧକାର ଦ୍ବିପହରର ସୂର୍ୟ୍ଯ ପରି ଦଖାୟିବେ।

ମାଥିଉଲିଖିତ ସୁସମାଚାର 14:20

ସମସ୍ତ ଲୋକେ ତାହା ଖାଇଲେ, ଓ ସନ୍ତାଷେ ଲାଭ କଲେ। ଲୋକେ ଖାଇସାରିବା ପରେ ଶିଷ୍ଯମାନେ ବଳକା ଖାଦ୍ୟତକ ବାରଟି ଝୁଡି ରେ ଭର୍ତ୍ତି କଲେ।

ଲୂକଲିଖିତ ସୁସମାଚାର 14:12

ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, ତୁମ୍ଭେ କାହାରିକୁ ଦିନ ରେ ବା ରାତି ରେ ଖାଇବାକୁ ନିମନ୍ତ୍ରଣ କଲୋ ବେଳେ କବଳେ ତୁମ୍ଭର ଭାଇ ବନ୍ଧୁ କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡିକ ନାହିଁ। କାରଣ ଅନ୍ୟ ବେଳେ ସମାନେେ ମଧ୍ଯ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତବେେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇୟିବ।

Interlinear

Choose Theme