ସେ ପ୍ରତକ୍ସ୍ଟ୍ଯଷ୍ଯ ରେ ଆସି ଶ୍ରମିକମାନେ ପଛ ରେ ଛାଡି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନକ୍ସ୍ଟମତି ନଲୋ। ଏ ପର୍ୟ୍ଯନ୍ତ ସେ ଲଗାତର ଭାବରେ କାର୍ୟ୍ଯ କରୁଅଛି, କବଳେ ଅଳ୍ପ ସମୟ ସେ ଗୃହ ରେ ବିଶ୍ରାମ ନେଉଥିଲା ।
Cross references
ଏହାପରେ ମାୟୋବ ଦେଶୀଯ ଋତ କହିଲା, ବୋୟଜ ଫରେି ଆସିବାକକ୍ସ୍ଟ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ୟ୍ଯ କରିବାକୁ ପଚାରିଲେ, ଯେପର୍ୟ୍ଯନ୍ତ ଅମଳ ଶଷେ ହାଇନୋହିଁ।
ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।
ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।
ଦରିଦ୍ର ଲୋକ ବିନଯ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ।
ଯଦି ଜଣେ ଲୋକ ତା'ର କାର୍ୟ୍ଯ ରେ ନିପୁଣ ଓ ତତ୍ପର। ତବେେ ସେ ରାଜାଙ୍କର ସବୋ କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସବୋ କରିବ ନାହିଁ।
ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।
ପରମେଶ୍ବରଙ୍କ କାମ କରିବା ରେ ଉତ୍ସାହ ପ୍ରକାଶ କର। ତାଙ୍କ ସବୋ କାର୍ୟ୍ଯ ରେ ଆଳସ୍ଯ କର ନାହିଁ। ପରମେଶ୍ବରଙ୍କୁ ସବୋ କଲା ବେଳେ ଆତ୍ମିକ ଭାବରେ ଉଦ୍ ଯୋଗ ହୁଅ।
ଆମ୍ଭେ ଉତ୍ତମ କାର୍ୟ୍ଯ କରିବା ରେ ଥକିୟିବା ନାହିଁ। କାରଣ ଉପୟୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।
ପରସ୍ପର ପ୍ରତି ବାଧ୍ଯ ହବୋ ପାଇଁ ଇଚ୍ଛୁକ ହୁଅ। ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।