ରୂତର ବିବରଣ 3:15 · ଓଡ଼ିଆ ବାଇବେଲ
ଏହାପରେ ବୋୟଜ ଋତଙ୍କକ୍ସ୍ଟ କହିଲେ, ତୁମ୍ଭର ଗ୍ଭଦର ମଲୋଇ ଧର।
Cross references
ଯିଶାଇୟ 3:23
ଦର୍ପଣ ଓ ସୂକ୍ଷ୍ମବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
ଯିଶାଇୟ 32:8
ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।
ଗାଲାତୀୟଙ୍କ ପ୍ରତି ପତ୍ର 6:10
ତେଣୁ ଯେତବେେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁ ଯୋଗ ପାଉ, ଆମ୍ଭେ ଅବଶ୍ଯ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ବାସୀ ଅଟନ୍ତି, ସମାନଙ୍କେ ପ୍ରତି ଆମ୍ଭକୁ ବିଶଷେ ଧ୍ଯାନ ଦବୋକୁ ପଡ଼ିବ।