ରୂତର ବିବରଣ 4:17 · ଓଡ଼ିଆ ବାଇବେଲ
ସହେି ସ୍ତ୍ରୀ ଲୋକମାନେ କହିଲେ, ବର୍ତ୍ତମାନ ନୟମୀର ଏକ ପକ୍ସ୍ଟତ୍ର ଅଛି। ତେଣୁ ସମାନେେ ତା'ର ନାମ ଦେଲେ, ଓବେଦ୍। ସେ ଥିଲା ୟିଶଯର ପିତା ଏବଂ ୟିଶଯ ଥିଲା ରାଜା ଦାଉଦଙ୍କର ପିତା।
Cross references
ରୂତର ବିବରଣ 4:22
ଓବଦରେ ପକ୍ସ୍ଟତ୍ର ୟିଶଯ ଓ ୟିଶଯର ପକ୍ସ୍ଟତ୍ର ଦାଉଦ।
ପ୍ରଥମ ଶାମୁୟେଲ 17:12
ଦାଉଦ ୟିଶୀଙ୍କର ପକ୍ସ୍ଟତ୍ର ଥିଲେ, ୟିଶୀ ଥିଲେ ଇଫ୍ରାଥୀଯ ପରିବାରର ୟିଏ ବୈଥଲହମେ ଓ ୟିହକ୍ସ୍ଟଦା ରେ ବାସ କରୁଥିଲେ ଏବଂ ୟିଶୀଙ୍କର ଆଠପକ୍ସ୍ଟତ୍ର ଥିଲେ। ପକ୍ସ୍ଟଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।
ଲୂକଲିଖିତ ସୁସମାଚାର 1:58
ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।