Home Bibles ପରମଗୀତ 1:15 · ଓଡ଼ିଆ ବାଇବେଲ
ପରମଗୀତ 1:15 · ଓଡ଼ିଆ ବାଇବେଲ

ଆଗୋ ମାରେ ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ ଦେଖ। ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।

Cross references

ପରମଗୀତ 1:8

ହେ ନାରୀ, ତୁମ୍ଭେ କେତେ ସୁନ୍ଦରୀ! ନିଶ୍ଚଯ ତୁମ୍ଭେ ଜାଣ କ'ଣ କରିବାକୁ ହବେ। ମଷେମାନଙ୍କୁ ଅନୁସରଣ କର ଏବଂ ତୁମ ମଷଗେଣଙ୍କୁ ମଷେପାଳକ ତମ୍ବୁ ନିକଟରେ ଚରାଅ।

ପରମଗୀତ 2:10

ମାହେର ପ୍ରିଯତମ କଥା କହିଲେ ଓ ସେ ମାେତେ କହିଲେ, ହେ ମାରେ ପ୍ରିୟେ, ମାହେର ସୁନ୍ଦରୀ, ଉଠ, ବାହାରି ଆସ।

ପରମଗୀତ 2:13

ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।

ପରମଗୀତ 4:1

ହେ ମାରେ ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦଖାୟୋଅ। ତୁମ୍ଭ ନେତ୍ର କପୋତ ତୁଲ୍ଯ, ତୁମ୍ଭର କେଶ ଗିଲିଯଦ ପର୍ବତରୁ ଓହ୍ଲାଇ ଆସୁଥିବା ଛଳେିପଲ ତୁଲ୍ଯ।

ପରମଗୀତ 4:7

ଆଗୋ ମାରେ ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ୟାଏ ସୁନ୍ଦରୀ। ତୁମ୍ଭଠା ରେ କୌଣସି ଖୁଣ ନାହିଁ।

ପରମଗୀତ 4:10

ଆଗୋ ମାରେ ଭଗିନୀ, ହେ ମାରେ ପ୍ରିୟେ, ତୁମ୍ଭର ପ୍ ରମେ କମେନ୍ତ ମନୋରମ। ତୁମ୍ଭ ପ୍ ରମେ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ଯ ଅପେକ୍ଷା ଉତ୍ତମ।

ପରମଗୀତ 5:2

ମୁଁ ନିଦ୍ରିତା ଥିଲି, ମାତ୍ର ମାରେ ହୃଦଯ ଜାଗ୍ରତ ଥିଲା। ଏତ ମାେ ପ୍ରିଯତମଙ୍କ ରବ। ସେ ଦ୍ବାର ରେ ଆଘାତ କରି କହୁଛନ୍ତି, ଆଗୋ ମାରେ ଭଗିନୀ, ମାରେ ପ୍ରିୟେ, ମାରେ କପୋତୀ, ମାହେର ଶୁଦ୍ଧମତି ମାେ ପାଇଁ ଦ୍ବାର ଫିଟାଅ। କାରଣ ମାରେମସ୍ତକ ଶିଶିର ରେ ମାହେର କେଶ ରାତ୍ରିର ଜଳ ବିନ୍ଦୁ ରେ ପରିପୂର୍ଣ୍ଣ।

ପରମଗୀତ 5:12

ତାଙ୍କର ନେତ୍ର ୟୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ଯ। ଦୁଗ୍ଧ ରେ ଧୌତ ଓ ଯଥା ସ୍ଥାନ ରେ ସ୍ଥାପିତ।

ପରମଗୀତ 6:4

ଆଗୋ ମାରେ ପ୍ରିୟେ, ତୁମ୍ଭେ ତିର୍ସାପରି ସୁନ୍ଦରୀ। ୟିରୁଶାଲମ ପରି ଶୋଭାବତୀ, ଧୂଜାଧାରି ସୈନ୍ଯପରି ଭୟଙ୍କରୀ।

ପରମଗୀତ 7:6

ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।

ପରମଗୀତ 7:7

ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।

ମଲାଖୀ 2:14

ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:2

ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।

ଏଫିସୀୟଙ୍କ ପ୍ରତି ପତ୍ର 1:17

ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

Interlinear

Choose Theme