ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।
Cross references
ବନରୁ ବରାହ ଆସି ଦ୍ରାକ୍ଷାବୃକ୍ଷ ଉପାଡ଼ି ପକାଏ, ବନର ପଶୁଗଣ ତା'ର ପତ୍ର ଖାଇୟାନ୍ତି।
ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।
ଆମ୍ଭମାନେେ ଅତି ପ୍ରଭାତ ରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡ଼ାଳିମ୍ବ ପୁଷ୍ପିତ ହାଇେଅଛି କି ନାହିଁ, ତାହା ଆମ୍ଭମାନେେ ଦେଖିବା। ସଠାେ ରେ ମୁଁ ତୁମ୍ଭଙ୍କୁ ଆପଣା ପ୍ ରମେ ପ୍ରଦାନ କରିବି।
ହେ ଇଶ୍ରାୟେଲ, ତୁମ୍ଭର ଭବିଷ୍ଯଦବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ଯ ହାଇେଅଛନ୍ତି।
ଯୀଶୁ ସମାନଙ୍କେୁ କହିଲେ, ଯାଅ, ସହେି କୋକିଶିଆଳିକୁ କୁହ, 'ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦହରେୁ ଭୂତମାନଙ୍କୁ ତଡି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା'ପର ଦିନ ମାରେ କାମ ସରିୟିବ।
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।
ମୁଁ ତୁମ୍ଭର କାର୍ୟ୍ଯ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ର୍ଧୈୟ୍ଯଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ଯ ମୁଁ ଜାଣେ। ଯେଉଁମାନେ ପ୍ରକୃତ ରେ ପ୍ ରରେିତ ନ ହେଲେ ହେଁ ନିଜକୁ ପ୍ ରରେିତ ବୋଲି କହନ୍ତି ; ସମାନଙ୍କେୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସମାନେେ ଯେ ମିଥ୍ଯାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।