ତାହାଙ୍କ ବାମହସ୍ତ ମାେ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରେ।
Cross references
ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତବେେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦବେ।
ହେ ୟିରୁଶାଲମ ଚତୁପାଶର୍ବର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମ ରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହବୋ ୟାଏଁ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।
ତାହାଙ୍କ ବାମ ହସ୍ତ ମାେ ମସ୍ତକ ତଳେ ରହିବ ଓ ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରିବ।
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।
ତୁମ୍ଭର 'ଦେଶ ପରିତ୍ଯକ୍ତା ବୋଲି' ନାମିତ ହବେ ନାହିଁ ; କିମ୍ବା ତୁମ୍ଭର ଦେଶକୁ କହେି ଅନାଥିନୀ' ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ 'ପରମେଶ୍ବରଙ୍କ କନ୍ଯା' ରୂପେ ବିବଚେିତ ହବେ ଏବଂ ମାରେ ଉଲ୍ଲାସ ତାହାର ମଧ୍ଯ ହାଇେଅଛି' କାରଣ ସଦାପ୍ରଭୁ ତୁମ୍ଭ ଉପ ରେ ସନ୍ତାଷେ ଅଛନ୍ତି।
ଆମ୍ଭେ ସମାନଙ୍କେର ମଙ୍ଗଳ ସାଧନ କରି ଖୁସି ହବୋ। ଆଉ ମଧ୍ଯ ଆମ୍ଭେ ଆପଣା ଆପଣା ମନପ୍ରାଣ ଦଇେ ସମାନଙ୍କେୁ ସ୍ଥାପିତ କରିବା।
ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।
କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।