ଆଗୋ ମାରେ ଭଗିନୀ, ହେ ମାରେ ପ୍ରିୟେ, ତୁମ୍ଭର ପ୍ ରମେ କମେନ୍ତ ମନୋରମ। ତୁମ୍ଭ ପ୍ ରମେ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ଯ ଅପେକ୍ଷା ଉତ୍ତମ।
Cross references
ମାେତେ ଚୁମ୍ବନ ଦିଅ। ତୁମ୍ଭ ପାଟି ରେ ମାେତେ ଚୁମ୍ବନ ଦିଅ। ତୁମ୍ଭର ପ୍ ରମେ ଦ୍ରାକ୍ଷାରସଠାରୁ ଉତ୍ତମ।
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ରାଜା ଭୋଜନାସନ ରେ ଉପବିଷ୍ଟ ଥିବା ବେଳେ ମାେ ଜଟାମାଂସୀର ସୁବାସ ବ୍ଯାପ୍ତ ହେଲା।
ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।
ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପ ରେ ମାରେ ହସ୍ତରୁ ଗନ୍ଧରସ ଓ ମାେ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କମେନ୍ତ ସୁନ୍ଦରୀ ଓ ମ ନୋହାରିଣୀ।
କବଳେ ପରମେଶ୍ବର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠା ରେ ଦୃଢ଼ କରି ପାରନ୍ତି। ପରମେଶ୍ବର ତାହାଙ୍କର ବିଶଷେ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।