ମାହେର ପ୍ରିଯତମ ଶ୍ବତେ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧିଅରେ ପ୍ରଧାନ।
Cross references
ସମାନଙ୍କେର 'ଶୈଳ' ଆମ୍ଭମାନଙ୍କର ଦବେତାମାନଙ୍କ ତକ୍ସ୍ଟଲ୍ଯ ନକ୍ସ୍ଟହଁ। ଏବଂ ଆମ୍ଭର ଶତୃମାନେ ଆମ୍ଭର ବିଗ୍ଭରକ।
ତାକକ୍ସ୍ଟ ଡାକିବା ପାଇଁ ୟିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ ଓ ସକ୍ସ୍ଟନଯନ ଦେଖିବାକକ୍ସ୍ଟ ସକ୍ସ୍ଟନ୍ଦର ଅଟନ୍ତି।
ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁ ଫୁଲ ଅଟେ।
ତା'ପ ରେ ସହେି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷତକେୁ ପୋଡ଼ି ପକାଇବେ। ଶଷେ ରେ ସମସ୍ତ ଜିନିଷ ଏହି ଅଗ୍ନିଶିଖା ରେ ବଳି ପଡ଼ିବ।
ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।
ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
ଯିହୁଦାର କେତକେ ଲୋକ ପରମେଶ୍ବରଙ୍କୁ ସ୍ବତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହାଇେଥିଲେ। ସମାନେେ ନିର୍ମଳ ଥିଲେ; ସମାନେେ ହିମ ଅପେକ୍ଷା ଅକ୍ଷିକ ଶୁଭ୍ର, ଦୁଗ୍ଧଠାରୁ ଅଧିକ ଶୁକ୍ଲ ଥିଲେ। ସମାନଙ୍କେର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସମାନଙ୍କେର କ୍ଲାନ୍ତି ନୀଳକାନ୍ତ ମଣି ତୁଲ୍ଯ ଥିଲା।
ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।
ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।
ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।