ପରମଗୀତ 5:12 · ଓଡ଼ିଆ ବାଇବେଲ
ତାଙ୍କର ନେତ୍ର ୟୁଗଳ ନଦୀ ନିକଟରେ ଥିବା କପୋତମାନଙ୍କ ତୁଲ୍ଯ। ଦୁଗ୍ଧ ରେ ଧୌତ ଓ ଯଥା ସ୍ଥାନ ରେ ସ୍ଥାପିତ।
Cross references
ପରମଗୀତ 1:15
ଆଗୋ ମାରେ ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ ଦେଖ। ତୁମ୍ଭେ ସୁନ୍ଦରୀ ଅଟ। ତୁମ୍ଭର ଆଖି କପୋତ ପରି ଅଟେ।
ପରମଗୀତ 4:1
ହେ ମାରେ ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦଖାୟୋଅ। ତୁମ୍ଭ ନେତ୍ର କପୋତ ତୁଲ୍ଯ, ତୁମ୍ଭର କେଶ ଗିଲିଯଦ ପର୍ବତରୁ ଓହ୍ଲାଇ ଆସୁଥିବା ଛଳେିପଲ ତୁଲ୍ଯ।
ଏବ୍ରୀ 4:13
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।