ତାହାଙ୍କ ହସ୍ତ ଦ୍ବଯ ବୈଦୁର୍ୟ୍ଯ ମଣି ରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ଯ। ତାହାଙ୍କ ଶରୀର ନୀଳକାନ୍ତ ମଣି ମଣ୍ଡିତ ଗଜଦନ୍ତମଯ ଶିଳ୍ପ କର୍ମ ତୁଲ୍ଯ।
Cross references
ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳ ରେ ଗୌରବାନ୍ବିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତ ରେ ଶତୃକୁ ପରାସ୍ତ କଲେ।
ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।
ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।
ଏବଂ ଚତୁର୍ଥ ପଂକ୍ତି ରେ ବୈଦୁର୍ୟ୍ଯ, ଗୋମଦେକ ମଣି, ସୂର୍ୟ୍ଯକାନ୍ତ ମଣି ଥିଲା। ଏହିସବୁ ମଣି ସ୍ବର୍ଣ୍ଣ ଧାର ରେ ବସାଗଲା।
ହେ ମାରେ ପରମେଶ୍ବର, ତୁମ୍ଭେ ମାରେ ରାଜା ଅଟ। ଆଜ୍ଞା ଦିଅ ଓ ୟାକୁବର ଲୋକଙ୍କୁ ମୁକ୍ତ କରାଅ।
ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।
ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବତ୍ତୁର୍ଳ ପାତ୍ର ତୁଲ୍ଯ। ତୁମ୍ଭର ଉଦର ଶାେଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ଯ।
ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।
ଆମ୍ଭର ଦାସକୁ ଦେଖ, ସେ ସୁବିବଚେନା ପୂର୍ବକ ବ୍ଯବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ବିତ ହବେେ।
ହେ ଦୁଃଖିନୀ, ତାଫୋନ ବିଧ୍ବସ୍ତ ଓ ସାନ୍ତ୍ବନା ବିରହିତ ନଗରୀ ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣ ରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ବାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
ସମାନେେ ମଣିପରି ଉଜ୍ବଳ ଥିଲେ ଏବଂ ସମାନଙ୍କେର ଆକୃତି ସମାନ ଥିଲା ଏବଂ ପ୍ରେତ୍ୟକକ ଗୋଟିଏ ଚକ ମଧିଅରେ ଗୋଟିଏ ଚକ ସଦୃଶ ଦଖାଗେଲା।
ଏବଂ ଆସ୍ତରଣ ଉପରକୁ ସମାନଙ୍କେର ମସ୍ତକ ଚତୁଃପାଶର୍ବ ରେ ନୀଳକାନ୍ତମଣି ରେ ନିର୍ମିତ ହାଇେଥିବା ଏକ ସିଂହାସନ ଥିଲା, ଆଉ ସହେି ସିଂହାସନର ଆକୃତି ଉପ ରେ ମନୁଷ୍ଯ ସଦୃଶ ଏକ ଆକୃତି ଥିଲା।