Home Bibles ପରମଗୀତ 6:3 · ଓଡ଼ିଆ ବାଇବେଲ
ପରମଗୀତ 6:3 · ଓଡ଼ିଆ ବାଇବେଲ

ମୁଁ ଆପଣା ପ୍ରିଯତମଙ୍କର ଓ ମାେ ପ୍ରିଯତମ ମାହେର। ସେ ଶାେଶନ୍ ପୁଷ୍ପ ବନ ରେ ଆପଣା ପଲ ଚରାନ୍ତି।

Cross references

ଗୀତସଂହିତା 119:94

ମୁଁ ତୁମ୍ଭର, ତଣେୁ ମାେତେ ରକ୍ଷା କର। କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ବଷେଣ କରିଅଛ।

ପରମଗୀତ 2:16

ହେ ମାରେ ପ୍ରିଯତମ, ତୁମ୍ଭେ ମାରେ, ମୁଁ ତୁମ୍ଭର ଅଟେ। ମାରେପ୍ରିଯତମ, ସେ କଇଁଫୁଲମାନଙ୍କ ମଧିଅରେ ଆପଣା ପଲ ଚରାଉଅଛନ୍ତି।

ପରମଗୀତ 7:10

ମୁଁ ଆପଣା ପ୍ରିଯତମଙ୍କର ଓ ତାଙ୍କର ବାସନା ମାେ ପ୍ରତି ଅଛି।

ଏବ୍ରୀ 8:10

ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି : ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:2

ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।

Interlinear

Choose Theme