Home Bibles ପରମଗୀତ 7:13 · ଓଡ଼ିଆ ବାଇବେଲ
ପରମଗୀତ 7:13 · ଓଡ଼ିଆ ବାଇବେଲ

ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ବାର ନିକଟରେ ସର୍ବପ୍ରକାର ବହୁମୂଲ୍ଯ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମାରେ ପ୍ରିଯତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି।

Cross references

ଆଦି ପୁସ୍ତକ 30:14

ଅନନ୍ତର ଗହମ କଟା ସମୟରେ ରୁବନ୍େ ବାହା ରେ ୟାଇ କ୍ଷତରେୁ ଦୂଦାଫଳ ପାଇଆଣି ଆପଣାମାତା ଲୟୋକୁ ଦଲୋ। ତହୁଁ ରାହେଲ ଲୟୋକୁ କହିଲା, ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମାେତେ ଦିଅ।

ପରମଗୀତ 4:13

ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।

ପରମଗୀତ 4:16

ହେ ଉତ୍ତରୀଯ ବାଯୁ, ଜାଗ। ହେ ଦକ୍ଷିଣ ବାଯୁ, ଆସ। ମାେ ଉଦ୍ୟାନର ସୁଗନ୍ଧି ଯେପରି ଚାରିଆଡ଼େ ବିଚ୍ଛୁରିତ ହବେ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପ ରେ ପ୍ରବାହିତ ହୁଅ। ମାହେର ପ୍ରିଯତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ଯ ଫଳସବୁ ଭୋଜନ କରନ୍ତୁ।

ପରମଗୀତ 6:11

ମୁଁ ଡ଼ିମ୍ବିରି ବୃକ୍ଷ କାଟିବାକୁ ସଦ୍ଯ ଚାରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହାଇେଅଛି କି ନାହିଁ ଓ ଡ଼ାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି।

ଯିଶାଇୟ 23:18

ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।

ଯିଶାଇୟ 60:6

ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।

ମାଥିଉଲିଖିତ ସୁସମାଚାର 13:52

ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।

ମାଥିଉଲିଖିତ ସୁସମାଚାର 25:40

ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

ଯୋହନଲିଖିତ ସୁସମାଚାର 15:8

ତୁମ୍ଭମାନେେ ପ୍ରଚୁର ଫଳ ଉତ୍ପାଦନା କର ଓ ମାରେ ଶିଷ୍ଯ ବୋଲି ଦର୍ଶାଇ ଦିଅ। ଏହା ଦ୍ବାରା ମାରେ ପରମପିତା ଗୌରବ ପାଇବେ।

ରୋମୀୟଙ୍କ ପ୍ରତି ପତ୍ର 15:25

ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:9

କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:8

ଖାଦ୍ୟ ଆମକୁ ପରମେଶ୍ବରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ବାରା ପରମେଶ୍ବରଙ୍କ ସହ ଆମର ସମ୍ପର୍କ ରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ବାରା ଆମ୍ଭର କିଛି ଲାଭ ମଧ୍ଯ ହୁଏ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:2

ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 5:22

ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

ଏଫିସୀୟଙ୍କ ପ୍ରତି ପତ୍ର 5:9

ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:11

ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।

କଲସୀୟଙ୍କ ପ୍ରତି ପତ୍ର 3:17

ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।

ପିତରଙ୍କ ପ୍ରଥମ ପତ୍ 4:11

ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।

Interlinear

Choose Theme