ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ଯ ହେଉ। ପୁଣି ତୁମ୍ଭ ନିଶ୍ବାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ଯ ହେଉ।
Cross references
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।
କିସ୍ମିସ୍ ପିଠା ଦଇେ ମାେତେ ଶକ୍ତିଶାଳୀ କରି ଓ ସେଓ ଦଇେ ମାେତେ ସତଜେ କରି ଦିଅ, କାରଣ ମୁଁ ପ୍ ରମେ ସହିତ ପୀଡ଼ିତା।
ହେ ଉତ୍ତରୀଯ ବାଯୁ, ଜାଗ। ହେ ଦକ୍ଷିଣ ବାଯୁ, ଆସ। ମାେ ଉଦ୍ୟାନର ସୁଗନ୍ଧି ଯେପରି ଚାରିଆଡ଼େ ବିଚ୍ଛୁରିତ ହବେ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପ ରେ ପ୍ରବାହିତ ହୁଅ। ମାହେର ପ୍ରିଯତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ଯ ଫଳସବୁ ଭୋଜନ କରନ୍ତୁ।
ଆମ୍ଭେ ସମାନଙ୍କେର ମଙ୍ଗଳ ସାଧନ କରି ଖୁସି ହବୋ। ଆଉ ମଧ୍ଯ ଆମ୍ଭେ ଆପଣା ଆପଣା ମନପ୍ରାଣ ଦଇେ ସମାନଙ୍କେୁ ସ୍ଥାପିତ କରିବା।
ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।
ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।