ହେ ମାରେ ପ୍ରିଯତମ, ଚଞ୍ଚଳ ହୁଅ। ସୁଗନ୍ଧିମଯ ପର୍ବତ ଶ୍ ରଣେୀ ଉପ ରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ଯ ହୁଅ।
Cross references
ମାହେର ପ୍ରିଯତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ଯ। ଦେଖ, ସେ ଝରକା ଦଇେ ଅନାଇ ଅଛନ୍ତି, ପ୍ରାଚୀର ପେଛ ଠିଆ ହାଇେଛନ୍ତି। ସେ ଜାଲି ପରତା ବାଟେ ଆପଣାକୁ ଦଖାେଉ ଅଛନ୍ତି।
ହେ ମାରେ ପ୍ରିଯତମ, ଯେତବେେଳେ ଦିନ ଆ ସେ ଓ ଛାଇ ତୁମ୍ଭଠାରୁ ଗଡ଼ିୟାଏ, ଫରେିଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ଯ ହୁଅ।
ଦିବସ ନ ଆସିବା ପର୍ୟ୍ଯନ୍ତ ଓ ଛାଯା ବହି ନ ୟିବା ପର୍ୟ୍ଯନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ୟିବି।
ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
ଜୀବନ ଓ ମୁତ୍ଯୁ ମଧ୍ଯରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।
ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।