ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି : କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।
Cross references
ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସମାନେେ ପରମେଶ୍ବରଙ୍କର ମହତ୍ ଓ ଆଶ୍ଚର୍ୟ୍ଯ ପୂର୍ଣ୍ଣ କାର୍ୟ୍ଯକୁ ଆମ୍ଭ ଭାଷା ରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।
'କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠା ରେ ଆମ୍ଭର ଅସ୍ତିତ୍ବ ଅଛି।'
ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।
ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସହେି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ଯାବାଦୀ ଲୋକମାନଙ୍କ ଦ୍ବାରା ଆ ସେ। ସମାନେେ କ'ଣ ଭଲ ଓ କ'ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହାଇଯୋଇଥାଏ।
କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟଗୁଡ଼ିକ ସମ୍ବନ୍ଧ ରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ଯ ପଶୁମାନଙ୍କ ପରି ଧରାଯାଇ ମରା ୟିବା ନିମନ୍ତେ ଜନ୍ମ ହାଇେଛନ୍ତି। ସହେି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ଯ ନଷ୍ଟ ହବେେ।
ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।
ତୁମ୍ଭମାନଙ୍କ ଦଳ ରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସମାନେେ ସ୍ବପ୍ନ ଦ୍ବାରା ପରିଚାଳିତ ହୁଅନ୍ତି। ସମାନେେ ନିଜ ଶରୀରକୁ ପାପ କାର୍ୟ୍ଯ ରେ ଦୂଷିତ କରନ୍ତି। ସମାନେେ ପରମେଶ୍ବରଙ୍କର କତ୍ତୃର୍ତ୍ବକୁ ଅସ୍ବୀକାର କରନ୍ତି ଓ ଗୌରବମୟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ବହୁତ ମନ୍ଦ କଥା କହନ୍ତି।