ତୀତସଙ୍କ ପ୍ରତି ପତ୍ର 3:12 · ଓଡ଼ିଆ ବାଇବେଲ
ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 20:4
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:6
ସେତବେେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା'ପରେ, ମାେ ଯାତ୍ରା ରେ, ମୁଁ ଯେଉଁଠାକୁ ୟିବି, ତୁମ୍ଭମାନେେ ମାେତେ ସାହାୟ୍ଯ କରିପାରିବ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:8
କିନ୍ତୁ ମୁଁ ଏଫିସ ନଗର ଠା ରେ ପେଣ୍ଟିକଷ୍ଟ ପର୍ବ ପର୍ୟ୍ଯନ୍ତ ରହିବି।
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:9
ଯେତେଶୀଘ୍ର ସମ୍ଭବ ମାେ ସହିତ ଦଖାେ କରିବାକୁ ଆସିବା ପାଇଁ ଚେଷ୍ଟା କର।
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:12
ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:21
ଶୀତଦିନ ପୂର୍ବରୁ ମାେ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର।