Home Bibles ତୀତସଙ୍କ ପ୍ରତି ପତ୍ର 3:2 · ଓଡ଼ିଆ ବାଇବେଲ
ତୀତସଙ୍କ ପ୍ରତି ପତ୍ର 3:2 · ଓଡ଼ିଆ ବାଇବେଲ

ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।

Cross references

ଦିତୀୟ ଶାମୁୟେଲ 22:36

ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କଲ ଏବଂ ଜିତିବା ରେ ସାହାୟ୍ଯ କଲ। ତୁମ୍ଭେ ମାେତେ ତୁମ୍ଭର ଦକ୍ଷିଣ ବାହକ୍ସ୍ଟଦ୍ବାରା ସାହାୟ୍ଯ କଲ।

ଗୀତସଂହିତା 140:11

ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।

ହିତୋପଦେଶ 6:19

ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।

ହିତୋପଦେଶ 19:19

ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ। ଯେ ହତେୁ ତୁମ୍ଭେ ତାକୁ ଥରେ ଉଦ୍ଧାର କଲେ ତାହା ତୁମ୍ଭକୁ ପୁନର୍ବାର କରିବାକୁ ହବେ।

ହିତୋପଦେଶ 25:24

କଳିହୁଡ଼ୀ ସ୍ତ୍ରୀ ସଙ୍ଗ ରେ ଏକା ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।

ଯିଶାଇୟ 40:11

ମଷେଶାବକ ମଷେମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନବେେ। ମଷେ ଛୁଆମାନଙ୍କୁ ସେ ନିଜର ବାହୁ ବଳ ରେ ସଂଗ୍ରହ କରିବେ ଓ ନିଜର କୋଳ ରେ ସମାନଙ୍କେୁ ବହି ନବେେ। ସମାନଙ୍କେର ମାଆମାନେ ପେଛ ପେଛ ଯିବେ।

ମାଥିଉଲିଖିତ ସୁସମାଚାର 11:29

ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:5

ପାଉଲ ଉତ୍ତର ଦେଲେ, ଭାଇମାନେ, ମୁଁ ତାହାଙ୍କୁ ମହାୟାଜକ ବୋଲି ଜାଣି ନଥିଲି। ଏହା ଧର୍ମଶାସ୍ତ୍ର ରେ ଲଖାେଅଛି, 'ତୁମ୍ଭର ନିଜ ଲୋକଙ୍କ ନେତା ବିଷୟ ରେ ଖରାପ କଥା କହିବା ଉଚ଼ିତ ନୁହେଁ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:10

ଯେଉଁମାନେ ୟୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ଯଭିଚାରୀ, ସମଲିଙ୍ଗୀ, ସ୍ବାର୍ଥପର, ଚୋର, ମଦୁଆ, ପରନିନ୍ଦକ ଓ ଠକୁଆ, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାରୀ ହବେେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19

ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:1

ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:20

ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।

ଗାଲାତୀୟଙ୍କ ପ୍ରତି ପତ୍ର 5:22

ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

ଗାଲାତୀୟଙ୍କ ପ୍ରତି ପତ୍ର 6:1

ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

ଗାଲାତୀୟଙ୍କ ପ୍ରତି ପତ୍ର 6:10

ତେଣୁ ଯେତବେେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁ ଯୋଗ ପାଉ, ଆମ୍ଭେ ଅବଶ୍ଯ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ବାସୀ ଅଟନ୍ତି, ସମାନଙ୍କେ ପ୍ରତି ଆମ୍ଭକୁ ବିଶଷେ ଧ୍ଯାନ ଦବୋକୁ ପଡ଼ିବ।

ଏଫିସୀୟଙ୍କ ପ୍ରତି ପତ୍ର 4:2

ସବୁବେଳେ ନମ୍ର, ଭଦ୍ର, ର୍ଧୈୟ୍ଯବାନ ହୁଅ। ପରସ୍ପରକୁ ପ୍ ରମେ ରେ ଗ୍ରହଣ କର।

ଏଫିସୀୟଙ୍କ ପ୍ରତି ପତ୍ର 4:31

କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:5

ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଆସୁଛନ୍ତି।

କଲସୀୟଙ୍କ ପ୍ରତି ପତ୍ର 3:12

ପରମେଶ୍ବର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ଅତଏବ ତୁମ୍ଭମାନେେ ସର୍ବଦା ନିମ୍ନୋକ୍ତ କାର୍ୟ୍ଯମାନ କର : ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ର୍ଧୈୟ୍ଯବାନ ହୁଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:7

ଆମ୍ଭମାନେେ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତ। ଅତଏବ ତୁମ୍ଭମାନଙ୍କ ମଧିଅରେ ଥିଲା ବେଳେ ଆମ୍ଭମାନେେ ତୁମ୍ଭମାନଙ୍କ ଦ୍ବାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରଯୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ଯବହାର କରୁ। ଜଣେ ମାଆ ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସହେିପରି କଲୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:14

ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:3

ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:11

ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:24

ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।

ଯାକୁବଙ୍କ ପତ୍ 1:19

ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।

ଯାକୁବଙ୍କ ପତ୍ 3:17

କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।

ଯାକୁବଙ୍କ ପତ୍ 4:11

ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।

ପିତରଙ୍କ ପ୍ରଥମ ପତ୍ 2:1

ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।

ପିତରଙ୍କ ପ୍ରଥମ ପତ୍ 2:17

ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

ପିତରଙ୍କ ପ୍ରଥମ ପତ୍ 3:8

ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।

ପିତରଙ୍କ ପ୍ରଥମ ପତ୍ 3:10

ଶାସ୍ତ୍ର କୁ ହେ :

ପିତରଙ୍କ ପ୍ରଥମ ପତ୍ 4:4

ସହେି ଅବିଶ୍ବାସୀମାନେ ଆଶ୍ଚର୍ୟ୍ଯ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସମାନଙ୍କେ ଭଳି ହିଂସ୍ରକ ଓ ଧ୍ବଂସାକରୀ କାମମାନ କରୁ ନାହଁ।

ପିତରଙ୍କ ଦିତୀୟ ପତ୍ର 2:10

ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।

ଯିହୂଦାଙ୍କ ପତ୍ର 1:8

ତୁମ୍ଭମାନଙ୍କ ଦଳ ରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସମାନେେ ସ୍ବପ୍ନ ଦ୍ବାରା ପରିଚାଳିତ ହୁଅନ୍ତି। ସମାନେେ ନିଜ ଶରୀରକୁ ପାପ କାର୍ୟ୍ଯ ରେ ଦୂଷିତ କରନ୍ତି। ସମାନେେ ପରମେଶ୍ବରଙ୍କର କତ୍ତୃର୍ତ୍ବକୁ ଅସ୍ବୀକାର କରନ୍ତି ଓ ଗୌରବମୟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ବହୁତ ମନ୍ଦ କଥା କହନ୍ତି।

ଯିହୂଦାଙ୍କ ପତ୍ର 1:10

କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟ ରେ ସମାଲୋଚନା କରନ୍ତି। ସମାନେେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସମାନେେ ଚିନ୍ତା ନ କରି ବୁଝନ୍ତି। କବଳେ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟଗୁଡ଼ିକ ହତେୁ ସମାନେେ ବିନଷ୍ଟ ହୁଅନ୍ତି।

Interlinear

Choose Theme