Home Bibles ଯିଖରିୟ 1:12 · ଓଡ଼ିଆ ବାଇବେଲ
ଯିଖରିୟ 1:12 · ଓଡ଼ିଆ ବାଇବେଲ

ତା'ପ ରେ ସଦାପ୍ରଭୁଙ୍କ ସ୍ବର୍ଗଦୂତ କହିଲେ, ହେ ସର୍ବଶକ୍ତିମାନ ସଦାପ୍ରଭୁ କେତକୋଳ ତୁମ୍ଭେ ତୁମ୍ଭର ଦୟାରୁ ୟିରୁଶାଲମ ଏବଂ ଯିହୁଦା ନଗରକୁ ଦୂ ରଇେ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡିକ ଉପ ରେ ତୁମ୍ଭର କୋରଧ ପ୍ରକାଶ କରିଛ।

Cross references

ଯାତ୍ରା ପୁସ୍ତକ 23:20

ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭ ନିକଟକୁ ସ୍ବର୍ଗଦୂତ ପଠାଉଛୁ ସେ ତୁମ୍ଭମାନଙ୍କୁ ଆମ୍ଭେ ପ୍ରସ୍ତୁତ କରିଥିବା ଦେଶକୁ ନଇୟିବେ। ସହେି ସ୍ବର୍ଗଦୂତ ତୁମ୍ଭମାନଙ୍କୁ ସୁରକ୍ଷା ଦବେ।

ଦିତୀୟ ବଂଶାବଳୀ 36:21

ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ଯତ୍ବକ୍ତାଙ୍କ ଦ୍ବାରା ଯେଉଁ ସବୁ ବିଷଯ କହିଥିଲେ, ତାହା ପ୍ରକୃତ ରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ଯମ ରେ କହିଥିଲେ : ଏହି ସ୍ଥାନ ସତୁରି ବର୍ଷ ପର୍ୟ୍ଯନ୍ତ ଧ୍ବଂସର ସ୍ଥାନ ହାଇେ ରହିବ। କାରଣ ଲୋକମାନେ ବିଶଷେ ବିଶ୍ରାମବାର ରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲଗିରହିବ।

ଗୀତସଂହିତା 69:5

ହେ ପରମେଶ୍ବର, ମାରେ ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ। ମୁଁ ମାରେ ପାପଗୁଡ଼ିକ ତୁମ୍ଭଠାରେ ଲୁଚାଇ ପାରିବି ନାହିଁ।

ଗୀତସଂହିତା 74:10

ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ ?

ଗୀତସଂହିତା 79:5

ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?

ଗୀତସଂହିତା 102:13

ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।

ଉପଦେଶକ 3:3

ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।

ଯିଶାଇୟ 47:6

ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।

ଯିଶାଇୟ 63:9

ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।

ଯିଶାଇୟ 64:9

ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।

ଯିଶାଇୟ 64:11

ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।

ଯିରିମିୟ 25:11

ତହିଁରେ ସମଗ୍ର ଦେଶ ଏକ ଶୂନ୍ଯ ମରୁଭୂମିରେ ପରିଣତ ହବେ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ୟ୍ଯନ୍ତ ଦାସ ହାଇେ ରହିବେ।

ଯିରିମିୟ 29:10

ତା'ପ ରେ ସଦାପ୍ରଭୁ କହନ୍ତି, ମାତ୍ର ବାବିଲ ରେ ସତୁରି ବର୍ଷ ସୂର୍ଣ୍ଣ ହେଲାପ ରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ବାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ୟିରୁଶାଲମକୁ ଫରୋଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ଯ ପୂରଣ କରିବା।

ଦାନିଏଲ 9:2

ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ମୁଁ ଦାନିୟେଲ, କେତକେ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ଯଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ୟରୁଶାଲମର ପୁନଃନିର୍ମାଣ ପ୍ରଳଯର ସତୁରି ବର୍ଷ ପ ରେ ଘଟିଲା।

ଯିଖରିୟ 1:8

ରାତି ରେ ମୁଁ ଲାଲ୍ ଅଶ୍ବ ଉପ ରେ ଏକ ବ୍ଯକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେ ହନ୍ଦେି ବୁଦା ମଝି ରେ ଛିଡା ହାଇେଥିଲା। ତାଙ୍କ ପଛ ରେ ଲାଲ୍, ଧୂସର ଏବଂ ଧଳା ଅଶ୍ବଗୁଡିକ ଥିଲେ।

ଯିଖରିୟ 1:10

ତା'ପ ରେ ମେ ହନ୍ଦେି ବୁଦା ମଧିଅରେ ଛିଡା ହାଇେଥିବା ବ୍ଯକ୍ତି ଜଣଙ୍କୁ କହିଲେ, ପୃଥିବୀ ରେ ଏଣେ ତଣେେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ବଗୁଡିକୁ ପ୍ ରରଣେ କରିଛନ୍ତି।

ଯିଖରିୟ 7:5

ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେ ଯେତବେେଳେ ପଞ୍ଚମ ଓ ସପ୍ତମ ମାସ ରେ ଉପବାସ ଓ ବିଳାପ କଲ, ସହେି ସତୁରି ବର୍ଷ ରେ ସତ ରେ କ'ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ?

ଏବ୍ରୀ 7:25

ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:10

ସହେି ଆତ୍ମାମାନେ ଉଚ୍ଚ ସ୍ବର ରେ ଚିତ୍କାର କଲେ, ହେ ପବିତ୍ର, ଓ ସତ୍ଯ ପ୍ରଭୁ ! ଆମ୍ଭମାନଙ୍କୁ ହତ୍ଯା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଚାର କର। ସମାନଙ୍କେୁ ଦଣ୍ଡ ଦବୋକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ ?

Interlinear

Choose Theme