ତା'ପ ରେ ମୁଁ ଯେଉଁ ସ୍ବର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, ଏହି ଶିଙ୍ଗଗୁଡିକ କ'ଣ?
Cross references
ବହୁତ ଲୋକ ସହେି ଅଞ୍ଚଳ ରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ଯାମୀନମାନଙ୍କୁ ବି ରୋଧ କରୁଥିଲେ। ସମାନେେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସହେି ଶତୃମାନେ ସରୁଦ୍ଦାନିଲ୍ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସମାନଙ୍କେୁ କହିଲେ, ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭମାନେେ ତୁମ୍ଭ ପରି ଅଟୁ।
ତେଣୁ ଏହି ଭୂମିରେ ବାସ କରୁଥିବା ଲୋକମାନେ, ସମାନେେ ଯିହୁଦାର ଲୋକମାନଙ୍କୁ ମନ୍ଦିର ନିର୍ମାଣ କରିବା ପାଇଁ ନିରୁତ୍ସାହିତ ଓ ଭୟଭୀତ କଲେ।
ଏହାପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଲମ୍, ମିତ୍ରଦାତ୍, ଟାବଲେ ଓ ତାହାର ଅନ୍ୟ ସାଥିମାନେ ପାରସ୍ଯର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସହେି ପତ୍ର ଅରାମୀଯ ଅକ୍ଷର ରେ ଲଖାେ ୟାଇ ତାହା ଅରାମୀଯ ଭାଷା ରେ ଅନୁବାଦ କରାୟାଇଥିଲା।
ସହେି ସମୟରେ ତତ୍ତନଯ, ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀମାନେ ଆସି ସମାନଙ୍କେୁ ପଚାରିଲେ, ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ।
ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।
ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'
ତୁମ୍ଭମାନେେ ତୁଚ୍ଛା ରେ ଆନନ୍ଦ କରୁଛ। ଆଉ ତୁମ୍ଭମାନେେ କହୁଛ, ଆମ୍ଭେ ନିଜ ତୁଚ୍ଛା ରେ ଆନନ୍ଦ ଶିଙ୍ଗ ଲାଭ କରିଅଛୁ।
ତୁମ୍ଭେ ତା'ର ନିଜ ବର୍ଚ୍ଛା ରେ ତା'ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ। ସହେି ସୈନ୍ଯମାନେ ଶକ୍ତିଶାଳୀ ଝଡ ଭଳି ଆମ୍ଭ ବିରୁଦ୍ଧ ରେ ଲଢିବାକୁ ଆସିଥିଲେ। ଗୋଟିଏ ଗରିବ ଲୋକକୁ ଗୋପନ ରେ ଲୁଣ୍ଠନ କଲାପରି ସମାନେେ କଲେ।
ମୁଁ ପଗ୍ଭରିଲି, ହେ ମାରେ ସଦାପ୍ରଭୁ ଏଗୁଡିକ କ'ଣ ପାଇଁ?
ମୁଁ ପଗ୍ଭରିଲି, ଏହି ଗ୍ଭରିଜଣ ବଢଇେ କ'ଣ କରିବାକୁ ଆସିଛନ୍ତି?
ମୁଁ ତାଙ୍କୁ ପଗ୍ଭରିଲି, ତୁମ୍ଭେ କେଉଁଆଡେ ଯାଉଅଛ?
ତା'ପ ରେ ମୁଁ ତାଙ୍କୁ କହିଲି, ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର କୋରଧାନ୍ବିତ କରିଥିଲେ। ତେଣୁ କରି ଆମ୍ଭେ ସଂକଳ୍ପ ସହିତ ତୁମ୍ଭମାନଙ୍କୁ ଦଣ୍ତ ଦବୋକୁ ନିଷ୍ପତ୍ତି ନଇେଥିଲୁ। ଏହା ସର୍ବଶକ୍ତିମାନ ମଦାପ୍ରଭୁ କହିଲେ।
ତା'ପରେ ଜଣେ ପ୍ରାଚୀନ ମାେତେ କହିଲେ, ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ ? ସମାନେେ କେଉଁଠାରୁ ଆସିଅଛନ୍ତି ?