ସଦାପ୍ରଭୁ ପୁଣି କହିଲେ, ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ। ସଦାପ୍ରଭୁ ଏହିସବୁ କହନ୍ତି।
Cross references
ଲୋକମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ଫରୋଇ ଆଣିବାକୁ ପରମେଶ୍ବର ସମାନଙ୍କେ ନିକଟକୁ ଭବିଷ୍ଯତ୍ବକ୍ତାମାନଙ୍କୁ ପ୍ ରରଣେ କଲେ। ଭବିଷ୍ଯତ୍ବକ୍ତାମାନେ ଲୋକମାନଙ୍କୁ ସାବଧାନ କରାଇ ଦେଲେ। କିନ୍ତୁ ଲୋକମାନେ ଶୁଣିବାକୁ ମନା କଲେ।
ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କୁ ତ୍ଯାଗ କଲେ। ସଦାପ୍ରଭୁ ପରମେଶ୍ବର ମନ୍ଦ ବୋଲି ବିବଚେନା କରିଥିବା କାର୍ୟ୍ଯକୁ ସମାନେେ କଲେ। ସମାନେେ ସଦାପ୍ରଭୁଙ୍କୁ ଅବମାନନା କଲେ। ସମାନେେ ସଦାପ୍ରଭୁଙ୍କୁ ପଛ କଲେ।
ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନଇେ ଇଶ୍ରାୟେଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସହେି ପତ୍ର ରେ ଏହିପରି ଲଖାେଥିଲା।
ତୁମ୍ଭମାନଙ୍କର ପିତାଙ୍କର କିମ୍ବା ତୁମ୍ଭମାନଙ୍କର ଭ୍ରାତାଗଣଙ୍କ ପରି ହୁଅ ନାହିଁ। ସଦାପ୍ରଭୁ ସମାନଙ୍କେର ପୂର୍ବପୁରୁଷମାନଙ୍କର ପରମେଶ୍ବର ଥିଲେ, କିନ୍ତୁ ସମାନେେ ତାଙ୍କର ବିରୁଦ୍ଧ ରେ ଗଲେ। ତେଣୁ ସଦାପ୍ରଭୁ ସମାନଙ୍କେୁ ଧ୍ବଂସ କଲେ, ଏହା ତୁମ୍ଭେ ଜାଣ।
ୟାଅ, ମାେ' ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲର ଅବଶିଷ୍ଟ ଲୋକଙ୍କ ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲ ରେ ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଚାର। ଯେଉଁ ପୁସ୍ତକ ମିଳିଅଛି, ସେଥି ରେ ଥିବା ବାକ୍ଯ ସମ୍ବନ୍ଧ ରେ ସଦାପ୍ରଭୁଙ୍କୁ ପଚାର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ଯ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷଯ ଉଲ୍ଲେଖ ହାଇେଅଛି, ତାହା ସମାନେେ କଲେ ନାହିଁ।
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନେେ ଅତିଶଯ ଦୋଷୀ ହାଇେଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ଯାଯ ଆମ୍ଭମାନେେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀଯ ରାଜଗଣ ହସ୍ତ ରେ, ଖଡ୍ଗ ରେ, ବନ୍ଦୀତ୍ବ ରେ ଓ ଅପମାନିତ ହବୋ ପାଇଁ ସମର୍ପିତ ହାଇେଅଛୁ।
ମାତ୍ର ସମାନେେ, ଆମ୍ଭମାନଙ୍କ ପୁର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସମାନେେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସମାନେେ ପାଳନ କଲେ ନାହିଁ।
ତଥାପି ସମାନେେ ଅନାଜ୍ଞାବହ ହେଲେ। ସମାନେେ ତୁମ୍ଭ ବିରୁଦ୍ଧ ରେ ଦ୍ରୋହାଚରଣ କଲେ। ସମାନେେ ତୁମ୍ଭର ବ୍ଯବସ୍ଥା ନିଜ ପଛକୁ ପକାଇଲେ। ସମାନେେ ତୁମ୍ଭର ଯେଉଁ ଭବିଷ୍ଯଦ୍ବକ୍ତାମାନେ ତୁମ୍ଭ ପାଖକୁ ଫରେି ଆସିବା ପାଇଁ ୟୁକ୍ତି କଲେ, ସମାନଙ୍କେୁ ହତ୍ଯା କଲେ ସମାନେେ ସହେି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀଯ କାର୍ୟ୍ଯ କଲେ।
ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।
ୟଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ବରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତବେେ ସମାନଙ୍କେର ସନ୍ତାନଗଣ ସମାନଙ୍କେର ପୂର୍ବପୁରୁଷଙ୍କ ପରି ହବେେ ନାହିଁ। ସମାନଙ୍କେ ପୂର୍ବପୁରୁଷଗଣ ପରମେଶ୍ବରଙ୍କ ବିରୋଧରେ ଗଲେ। ଏବଂ ସମାନେେ ତାଙ୍କ ଆଦେଶ ମାନିଲେ ନାହିଁ। ସମାନଙ୍କେର ହୃଦଯ ଦୃଢ଼ ପରମେଶ୍ବରଙ୍କଠାରେ ସମର୍ପିତ ନ ଥିଲା। ସମାନଙ୍କେର ଆତ୍ମା ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନ ଥିଲା।
ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
ସମାନେେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ଯାବାଦୀ ସନ୍ତାନ। ସମାନେେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ।
ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭମାନେେ ଯେଉଁ ପରମେଶ୍ବରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହାଇେଅଛ, ତାଙ୍କ ନିକଟକୁ ଫରେିଆସ।
ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'
ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।
ତା'ପ ରେ ସଦାପ୍ରଭୁ କହିଲେ, ତୁମ୍ଭେ ଯିହୁଦାର ସବୁ ନଗର ରେ ଓ ୟିରୁଶାଲମର ସବୁ ପଥରେ ଏହିସବୁ ପ୍ରଚାର କର, ତୁମ୍ଭମାନେେ ଏହି ନିଯମର ବିଧିସବୁ ଶୁଣ ଓ ସଗେୁଡ଼ିକ ପାଳନ କର।
ସଦାପ୍ରଭୁ କହିଲେ, ଯେପରି ପଟୁକା ଧ୍ବଂସ ପାଇଲା ସହେିପରି ଆମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।
ସଦାପ୍ରଭୁ ମାେତେ ଏହା କହିଲେ, ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠା ରେ ଯିହୁଦାର ରାଜାଗଣ ୟାତାଯତ କରନ୍ତି, ସହେି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ୟାତାଯତ କରନ୍ତି ଓ ୟିରୁଶାଲମର ସକଳ ଫାଟକରେ ୟାଇ ଠିଆ ହୁଅ ଓ ମାରେ ବାର୍ତ୍ତା ପ୍ରଚାର କର।
ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'
ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।
ପୁଣି ସଦାପ୍ରଭୁ ପ୍ରତ୍ଯୁଷ ରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭମାନେେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।
ତୁମ୍ଭମାନେେ ଆମ୍ଭ କଥାପ୍ରତି ଧ୍ଯାନ ଦଲେ ନାହିଁ। ତଥାପି ସଦାପ୍ରଭୁ କହନ୍ତି, ନିଜ ହସ୍ତକୃତ କର୍ମଦ୍ବାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହବେ।
ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଆମ୍ଭ ବାକ୍ଯ ପ୍ରତି ଧ୍ଯାନ ଦେଉ ନାହଁ।
ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭମାନେେ ସମାନଙ୍କେ କଥା ପ୍ରତି ଅବଧାନ କରି ନାହଁ।
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।
ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ବ କାଳରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧ ରେ ଯାହା ଯାହା କରିଅଛୁ, ସେ ସମସ୍ତ ସହେି ପୁସ୍ତକରେ ଲେଖ।
ଅନନ୍ତର ୟିହୁଦି ପୁସ୍ତକରୁ ତନିଚାରି ପତ୍ର ପାଠ କଲାପ ରେ ରାଜା ଏକ କ୍ଷୁଦ୍ର ଛୁରୀ ରେ ତାହାକୁ କାଟି ଅଗ୍ନିପାତ୍ର ରେ ଥିବା ଅଗ୍ନି ରେ ତାହା ପକାଇ ଦେଲେ। ଶଷେ ରେ ସହେି ପାତ୍ର ଅଗ୍ନି ରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।
ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।
କିନ୍ତୁ ଇଶ୍ରାୟେଲ ଭବିଷ୍ଯତ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସମାନେେ ଆମ୍ଭ କଥା ଶୁଣିବା ପାଇଁ ଚାହାଁନ୍ତି ନାହିଁ। ସମୁଦାଯ ଇଶ୍ରାୟେଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି।
ତେଣୁ ଇଶ୍ରାୟେଲ ବଂଶଧରଙ୍କୁ କୁହ ! ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଅନୁତାପ କର ଓ ତୁମ୍ଭମାନଙ୍କର ମୂର୍ତ୍ତିଗୁଡ଼ିକୁ ପରିତ୍ଯାଗ କରି ଘୃଣ୍ଯ ପ୍ରଥାରୁ ମାେ ନିକଟକୁ ଫରେିଆସ।
ଏବଂ କୁହ ତା'ର ମଧ୍ଯ ଗୋଟିଏ ପୁତ୍ର ଛି, ୟିଏକି ତା'ର ପିତା କରିଥିବା ସମସ୍ତ ପାପ ଦେଖେ ଏବଂ ଯଦିଓ ସେ ସଗେୁଡ଼ିକୁ ଦେଖେ ସେ ଠିକ୍ ସହେିପରି କାର୍ୟ୍ଯ କରେ ନାହିଁ।
ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।
ଯଦି କହେି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ୍ଗ ତାହାକୁ ହତ୍ଯା କରେ, ତବେେ ତାହାର ମୃତ୍ଯୁ ପାଇଁ ସେ ଦାଯୀ ରହିବ।
ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'