Home Bibles ☰ Books ଯିଖରିୟ 1:7 · ଓଡ଼ିଆ ବାଇବେଲ
ଯିଖରିୟ 1:7 · ଓଡ଼ିଆ ବାଇବେଲ

ଦାରିଯାବସଙ୍କ ଶାସନର ଦ୍ବିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ଯଦ୍ବକ୍ତା ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ, ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।

Cross references

ଯିଖରିୟ 1:1

ସଦାପ୍ରଭୁ ବରେିଖିଯଙ୍କ ପୁତ୍ର ଭବିଷ୍ଯଦ୍ବକ୍ତା ୟିଖରିଯଙ୍କୁ ଏହି ବାର୍ତ୍ତା ପଠାଇଲେ। ପାରସ୍ଯର ରାଜା ଦାରିଯାବସଙ୍କ ଦ୍ବିତୀୟ ବର୍ଷର ଅଷ୍ଟମ ମାସ ରେ ଏହା ଘଟିଥିଲା। ୟିଖରିଯ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଇଦ୍ଦୋଙ୍କ ପୁତ୍ର ଥିଲେ।

Interlinear

Choose Theme