ସମାନେେ ଦାରୁଣ ବ୍ଯଥାର ସମୁଦ୍ର ମଧ୍ଯଦଇେ ପାର ହବେେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିୟିବ। ଅଶୂରର ଗର୍ବ ନତ ହବେ ଏବଂ ମିଶରର ରାଜଦଣ୍ତ ଗ୍ଭଲିୟିବ।
Cross references
ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।
ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।
ତେଣୁ ମାଶାେ ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହାପରେ ଠିକ୍ ସୂର୍ େଯ୍ଯାଦଯ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହାଇଗେଲା। ମିଶରୀଯମାନେ ଦୌଡି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସମାନଙ୍କେୁ ସମୁଦ୍ର ରେ ନିକ୍ଷପେ କଲେ।
ଯଦିଓ ଶସ୍ଯ ଅମଳ ସମୟରେ ୟର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶର୍ୟ୍ଯା ରେ ପ୍ରବେଶ କଲା ମାତ୍ ରେ ହଠାତ୍ ତା'ର ପ୍ରବାହ ବନ୍ଦ ହାଇଗେଲା।
ଏଲିଯ ଆପଣା କୋଟ ନଇେ ଏକତ୍ର ଗୁଡାଇ ଠିଆ ହାଇେ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହାଇଗେଲା ଓ ସେ ଦୁ ହେଁ ଶୁଷ୍କ ଭୂମି ଦଇେ ନଦୀ ପାର ହେଲେ।
ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହାଇଗେଲା ଏବଂ ଇଲୀଶାୟ ନଦୀ ପାର ହେଲେ।
ଏବଂ ସାତଦିନ ଆନନ୍ଦ ରେ ତାଡୀଶୂନ୍ଯ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସମାନଙ୍କେୁ ଅନନ୍ଦିତ କରିଥିଲେ ଓ ପରମେଶ୍ବରଙ୍କ ମନ୍ଦିର କାର୍ୟ୍ଯ ରେ ସମାନଙ୍କେ ହସ୍ତ ସବଳ କରିବା ନିମନ୍ତେ ସମାନଙ୍କେ ପ୍ରତି ଅଶୂରୀଯ ରାଜାର ଅନ୍ତଃକରଣ ଫରୋଇ ଥିଲେ।
ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ। ୟପରେି ଅଗ୍ନିରେ ଲୋକମାନେ ରୂପକୁ ପରୀକ୍ଷା କରନ୍ତି।
ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା।
ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ ?
ସଦାପ୍ରଭୁ କ୍ରୋଧିତ ହାଇେ ମିଶରୀଯ ସମୁଦ୍ରକୁ ଭାଗ ଭାଗ କରିବେ। ସହେିପରି ଭାବରେ ତାଙ୍କର ପ୍ରବଳ ବାଯୁ ଦ୍ବାରା ଇଉଫ୍ ରଟେିସ ନଦୀ ଉପ ରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ବାରା ସହେି ନଦୀ ସାତଟି କ୍ଷୁଦ୍ର ନଦୀ ରେ ବିଭକ୍ତ ହବେ। ସଗେୁଡ଼ିକର ଗଭୀରତା ହ୍ରାସ ହବେ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦ ରେ ଚାଲି ତାକୁ ଅତିକ୍ରମ କରିବେ।
ମୁଁ ନିଜ ରାଜ୍ଯ ରେ ଅଶୂରୀଯ ରାଜାକୁ ବିନାଶ କରିବି। ମାରେପର୍ବତ ଉପ ରେ ତାକୁ ପଦଦଳିତ କରିବି। କାରଣ ସହେି ରାଜା ମାରେ ସନ୍ତାନଗଣଙ୍କୁ ଦାସ କରିଥିଲା ଓ ସମାନଙ୍କେ ସ୍କନ୍ଧ ରେ ୟୁଆଳିର ଭାର ରଖୁଥିଲା। ସହେି ୟୁଆଳି ଯିହୁଦାର ସ୍କନ୍ଧରୁ ଦୂରିଭୂତ ହବେ।
ନୀଳନଦୀ ଶୁଷ୍କ ହବେ ଏବଂ ନଦୀଗୁଡ଼ିକ ଜଳଶୂନ୍ଯ ହବେ।
ସଦେିନ ମିଶରୀଯଗଣ ସ୍ତ୍ରୀ ସଦୃଶ ହବେେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତବେେଳେ ସଦାପ୍ରଭୁ ଦଣ୍ଡ ଦବୋପାଇଁ ହସ୍ତ ଉତ୍ତୋଳନ କରିବେ, ସେତବେେଳେ ସମାନେେ ଭୟଭୀତ ହବେେ।
ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ବଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ବୀପ ରେ ପରିଣତ କରିବୁ ଓ ଜଳାଶଯକୁ ଶୁଷ୍କ କରିବୁ।
ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।
ଆମ୍ଲଭ ଗଭୀର ଜଳକୁ ଶୁଷ୍କସହବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦଲଉ।
ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହବୋ ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
ଏବଂ ମୁଁ ମିଶରୀଯମାନଙ୍କୁ ଫରୋଇ ଆଣିବି, ମୁଁ ସମାନଙ୍କେୁ ସମାନଙ୍କେର ଜନ୍ମଭୂମି ପାଥ୍ରୋଷକୁ ଫରୋଇ ଆଣିବି। ଏବଂ ସଠାେ ରେ ସମାନେେ ଗୋଟିଏ ଅପ୍ରଧାନ ରାଜ୍ଯ ହାଇେ ରହିବେ।
ଏହା ସବୁଠାରୁ ନୀଚ ରାଷ୍ଟ୍ର ହବେ ଏବଂ ଏହା ଅନ୍ୟ ରାଷ୍ଟ୍ରମାନଙ୍କ ଉପ ରେ ଉଠିପାରିବ ନାହିଁ। ମୁଁ ଏହାକୁ ଏତେ ଦୁର୍ବଳ କରି ଦବେି ଯେ, ସମାନେେ କବେେ ପୁଣି ଅନ୍ୟ ରାଷ୍ଟ୍ର ଉପ ରେ ଶାସନ କରିପାରିବେ ନାହିଁ।
ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହିଛନ୍ତି, ମୁଁ ଦବେତାଗଣକୁ ହିଁ ବିନାଶ କରିବି ଓ ନୋଫରୁ ପ୍ରତିମାଗୁଡ଼ିକୁ ଶଷେ କରାଇବି। ପୁଣି ମିଶର ଦେଶରୁ ଆଉ ଅଧିପତି ଆସିବେ ନାହିଁ। ମୁଁ ମିଶର ଦେଶ ରେ ଭୟ ସୃଷ୍ଟି କରିବି।
ସଠାେ ରେ ଶାନ୍ତି ବିରାଜିତ ହବେ। ଯଦି ଅଶୂରୀଯ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ଯକୁ ଆକ୍ରମଣ କରିବେ, ତବେେ ଆମ୍ଭେ ଇଶ୍ରାୟେଲର ସାତଜଣ ମଷେପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।
ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦବେେ। ନୀନିବୀ ଗୋଟିଏ ଶୂନ୍ଯ ଶୁଷ୍କ ମରୁଭୂମିରେ ପରିଣତ ହବେ।
ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢ଼ାଳିଲେ। ଏହାଦ୍ବାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା।