ତୁମ୍ଭେ ଦବଦୋରୁ ଜୀତୀଯ ବୃକ୍ଷ ଶୋକ କର କାରଣ ଦବଦୋରୁ ପଡିୟାଇଛି। ଶକ୍ତିଶାଳୀମାନେ ଧ୍ବଂସ ହାଇେଛନ୍ତି। ଶୋକ କର, ହେ ବାଶନର ଆଲୋନ୍ ବୃକ୍ଷ ସହେି ଦୁର୍ଗମ ବନ କଟାଗଲା।
Cross references
ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।
ସହେି ଅହଙ୍କାର ଲୋକମାନେ ଲିବା ନୋନ ଓ ବାଶନର ଦବଦୋରୁ ଓ ଆଲୋନଗଛ ପରି ଉଚ୍ଚ ଓ ମହାନ୍ ହବେେ। ମାତ୍ର ସଦାପ୍ରଭୁ ସମାନଙ୍କେୁ ଦଣ୍ଡ ଦବେେ।
ଦେଖ ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।
ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ଯ ବର୍ଷଣ କର। ଏବଂ ନଗେଭରେ ଅରଣ୍ଯ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର।
ହେ ମନୁଷ୍ଯ ପୁତ୍ର, ମିଶରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ ଏହି କଥା କୁହ,
ଅନ୍ୟ ଦେଶମାନଙ୍କରୁ ଏହାର ମିତ୍ରଗଣ ଯେଉଁମାନେ ଏହାର ଛାଇ ରେ ବାସ କରୁଥିଲେ, ସମାନେେ ଏହା ସହିତ ସିୟୋନ ତଳକୁ ଗଲେ। ଯେଉଁମାନେ ଖଡ୍ଗ ରେ ହତ ହାଇେଥିଲେ ତାଙ୍କ ସହିତ ମିଳିତ ହେଲେ।
ହେ ସିଯୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିଯା ପର୍ବତ ଉପ ରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହବେ। ତୁମ୍ଭମାନେେ ମହାନ୍ ଦେଶର ପ୍ରଧାନ ଗଣ। ଇଶ୍ରାୟେଲର ଗୃହ ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।
ହେ ନୀନିବୀ, ତୁମ୍ଭେ କ'ଣ ନୀଳନଦୀ ଉପ ରେ ଅବସ୍ଥିତ ନୋ-ଆମାନେ ଠାରୁ ଭଲ ରେ ଅଛ? ନା, ତୁମ୍ଭେ ତା'ଠାରୁ ଭଲ ରେ ନାହିଁ। ନୋ-ଆମାନେ ଗ୍ଭରିପାଖ ରେ ଜଳ ଥିଲା। ନୋ-ଆମାନେ ନିଜକୁ ରକ୍ଷା କରିବାକୁ ସହେି ଜଳକୁ ବ୍ଯବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ଯବହାର କରୁଥିଲା।
ବର୍ତ୍ତମାନ ସମୟରେ ଯେତବେେଳେ ଜୀବନ ଭଲ ରେ କଟୁଛି, ସେତବେେଳେ ଲୋକେ ଯଦି ଏଭଳି ବ୍ଯବହାର କରିବେ, ତବେେ ଯେତବେେଳେ ଖରାପ ସମୟ ଆସିବ, ସେତବେେଳେ ଅବସ୍ଥା କ'ଣ ହବେ?