ସଦାପ୍ରଭୁ ମାରେ ପରମେଶ୍ବର କହନ୍ତି, ଏହି ବଧ ହବୋକୁ ଥିବା ମଷେପଲର ଯତ୍ନ ନିଅ।
Cross references
ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ ସୁସମାଚାର ପ୍ରଚାର କର। ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।
ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।
ପୁଣି ସମାନଙ୍କେ ଉପ ରେ ମାରେ ମଷେପାଳକ ଦାଉଦଙ୍କୁ ନିୟୁକ୍ତ କରିବି। ସେ ସମାନଙ୍କେୁ ଚରାଇବ ଓ ସମାନଙ୍କେର ପାଳକ ହବେ।
ତା'ପ ରେ ଇଶ୍ରାୟେଲର ଶାସକ ସଦାପ୍ରଭୁଙ୍କ ଶକ୍ତି ରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଅପୂର୍ବ ମହିମା ରେ ଦଣ୍ତାଯମାନ ହାଇେ ତାଙ୍କ ପଲଙ୍କୁ ଚରାଇବେ। ସମାନେେ ଶାନ୍ତି ରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶଷେ ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୃତ ହବେ।
ତେଣୁ ବଧର ଯୋଗ୍ଯ ସହେି ମଷେପଲର ଆମ୍ଭେ ଯତ୍ନ ନଲେୁ, ଯେଉଁ ନିରୀହ ମଷେ ମରା ହବୋକୁ ଯାଉଥିଲେ, ଆମ୍ଭେ ଦୁଇଟି ୟଷ୍ଟି ନଲେୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦଲେୁ। ଏହିପରି ଆମ୍ଭେ ମଷେପଲର ଯତ୍ନ ନଲେୁ।
ସହେି ପାର୍ବତ୍ଯ ଉପତ୍ୟକା ଯେତବେେଳେ ତୁମ୍ଭମାନଙ୍କର ନିକଟତର ହବେ ତୁମ୍ଭମାନେେ ଖସିୟିବାକୁ ଚେଷ୍ଟା କରିବ। ଯିହୁଦାର ରାଜା ଉଷିୟଙ୍କ ସମୟରେ ହାଇେଥିବା ଭୂମିକମ୍ପ ବେଳେ ଯେଉଁପରି ଭାବରେ ଲୋକମାନେ ପଳାଯନ କରୁଥିଲେ ସହେିପରି ତୁମ୍ଭମାନେେ ଦୌଡିବ। ମାତ୍ର ସଦାପ୍ରଭୁ ମାରେ ପରମେଶ୍ବର ଆସିବେ ଏବଂ ତୁମ୍ଭ ସହିତ ସମସ୍ତ ପବିତ୍ର ପ୍ରାଣୀ ଥିବେ।
ଯୀଶୁ କହିଲେ, ପରମେଶ୍ବର ମାେତେ କବଳେ ଇଶ୍ରାୟେଲର ହଜିଯାଇଥିବା ଲୋକ(ଯିହୂଦୀ)ମାନଙ୍କ ପାଇଁ ପଠାଇଛନ୍ତି।
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?
ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।