Home Bibles ଯିଖରିୟ 11:9 · ଓଡ଼ିଆ ବାଇବେଲ
ଯିଖରିୟ 11:9 · ଓଡ଼ିଆ ବାଇବେଲ

ତା'ପ ରେ ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭର ମଷେପାଳକ ହବୋ ନାହିଁ। ଯେଉଁମାନଙ୍କର ମରିବାର ଅଛି ସମାନେେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛନ୍ନ ହବୋର ଅଛି ସମାନେେ ଉଚ୍ଛନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସମାନେେ ପରସ୍ପରକୁ ଧ୍ବସ୍ତ ବିଧ୍ବସ୍ତ କରନ୍ତୁ।

Cross references

ଦିତୀୟ ବିବରଣ 28:53

ତୁମ୍ଭମାନେ ବହକ୍ସ୍ଟତ ଦକ୍ସ୍ଟଃଖ କଷ୍ଟ ଭୋଗ କରିବେ। ତକ୍ସ୍ଟମ୍ଭ ଚତକ୍ସ୍ଟଃପାଶର୍‌ବ ରେ ଥିବା ଶତୃମାନେ ତୁମ୍ଭମାନଙ୍କୁ ଖାଦ୍ୟ ଦବେେ ନାହିଁ। ତୁମ୍ଭମାନେେ ଭୋକରେ ରହିବ। ତୁମ୍ଭମାନେେ ଏତେ ଭୋକରେ ରହିବ ଯେ ତୁମ୍ଭମାନେେ ଆପଣା ପକ୍ସ୍ଟତ୍ରକନ୍ଯାମାନଙ୍କୁ ଖାଇ ୟିବ। ସଦାପ୍ରଭୁଙ୍କ ଦତ୍ତ ତୁମ୍ଭମାନଙ୍କର ଶିଶକ୍ସ୍ଟ ସନ୍ତାନମାନଙ୍କୁ ତୁମ୍ଭମାନେେ ଭକ୍ଷଣ କରିବ।

ଗୀତସଂହିତା 69:22

ସମାନଙ୍କେର ମଜେ ଖାଦ୍ୟରେ ପୂର୍ଣ୍ଣ ଥିଲା। ସମାନେେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ୟେ, ମୁଁ ଆଶଙ୍କା କଲି ସହେି ଖାଦ୍ୟ ସମାନଙ୍କେୁ ନଷ୍ଟ କରିବ।

ଯିଶାଇୟ 9:19

ସର୍ବଶକ୍ତିମାନ ସଦାପ୍ରଭୁ ଏତେ କ୍ରୋଧିତ ହୁଅନ୍ତି ଯେ ସମଗ୍ର ଦେଶ ଅଗ୍ନି ରେ ଦଗ୍ଧୀଭୂତ ହୁଏ ଓ ସମସ୍ତ ଲୋକ ଭସ୍ମିଭୂତ ହୁଅନ୍ତି। କୌଣସି ବ୍ଯକ୍ତି ତା'ର ଭାଇକୁ ସାହାୟ୍ଯ କରନ୍ତି ନାହିଁ।

ଯିଶାଇୟ 9:20

ଲୋକମାନେ ଦକ୍ଷିଣ ହସ୍ତ ରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହବେେ। ବାମ ହସ୍ତ ରେ ଯାହା ଭୋଜନ କରିବେ ସେଥି ରେ ତୃପ୍ତ ହବେେ ନାହିଁ। ତା'ପ ରେ ସମାନେେ ନିଜ ପିଲାମାନଙ୍କ ମାଂସ ଭକ୍ଷଣ କରିବେ।

ଯିରିମିୟ 15:2

ପୁଣି ଯବେେ ସମାନେେ ତୁମ୍ଭକୁ ପଚାରନ୍ତି, 'ଆମ୍ଭମାନେେ କେଉଁଠାକୁ ୟିବା ?' ତବେେ ତୁମ୍ଭେ ସମାନଙ୍କେୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ,

ଯିରିମିୟ 19:9

ଶତ୍ରୁଗଣ ସମାନଙ୍କେ ନଗରକୁ ଅବରୋଧ କରିବେ ଓ ସମାନଙ୍କେୁ ଖାଦ୍ୟ ପାଇଁ ବାହାରକୁ ୟିବାକୁ ଦବେେ ନାହିଁ। ତେଣୁ ଲୋକମାନେ ଉପବାସ ରେ ରହିବେ ଓ କ୍ଷୁଧା ରେ ଆତୁର ହାଇେ ସଙ୍କଟ ସମୟରେ ପୁତ୍ର କନ୍ଯାର ମାଂସ ଭୋଜନ କରିବେ। ଆଉ ମଧ୍ଯ ଶଷେ ରେ ପରସ୍ପରକୁ ଭୋଜନ କରିବେ।'

ଯିରିମିୟ 23:33

ତା'ପ ରେ ଯେତବେେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ଯଦବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଚାରନ୍ତି, ' ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ'ଣ ?' ସେତବେେଳେ ତୁମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଉତ୍ତର କରିବ, 'ତୁମ୍ଭମାନେେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ଯାଗ କରିବି। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 23:39

ମାତ୍ର ତୁମ୍ଭମାନେେ ଆମ୍ଭର ବାକ୍ଯକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦଇେଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।

ଯିରିମିୟ 43:11

ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ଯୁୟୋଗ୍ଯ ଲୋକଙ୍କୁ ମୃତ୍ଯୁ ରେ, ବନ୍ଦୀ ହବୋ ଯୋଗ୍ଯ ଲୋକଙ୍କୁ ବନ୍ଦୀତ୍ବ ରେ ଓ ଖଡ୍ଗୟୋଗ୍ଯ ଲୋକଙ୍କୁ ଖଡ୍ଗ ରେ ସମର୍ପଣ କରିବ।

ଯିହିଜିକଲ 5:10

ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।

ଯିଖରିୟ 13:8

ଦେଶର ଦୁଇ ତୃତୀଯାଂଶ ଲୋକ ଚ୍ଛଦନେ ହବେେ ଓ ମୃତ୍ଯୁବରଣ କରିବେ। ମାତ୍ର ଏକ ତୃତୀଯାଂଶ ଜୀବିତ ରହିବେ।

ମାଥିଉଲିଖିତ ସୁସମାଚାର 13:10

ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?

ମାଥିଉଲିଖିତ ସୁସମାଚାର 15:14

ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।

ମାଥିଉଲିଖିତ ସୁସମାଚାର 21:19

ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।

ମାଥିଉଲିଖିତ ସୁସମାଚାର 21:43

ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

ମାଥିଉଲିଖିତ ସୁସମାଚାର 23:38

ପର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ୟିବ।

ଯୋହନଲିଖିତ ସୁସମାଚାର 8:21

ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭକୁ ଛାଡି ଚାଲିୟିବି। ତୁମ୍ଭେ ମାେତେ ଖାଜେିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସଠାେକୁ ଯାଇପାରିବ ନାହିଁ।

ଯୋହନଲିଖିତ ସୁସମାଚାର 8:24

ମୁଁ ତୁମ୍ଭକୁ କହିଥିଲି ଯେ ତୁମ୍ଭେ ତୁମ୍ଭ ପାପଗୁଡିକ ପାଇଁ ମରିବ। ମୁଁ ଯେ ସହେି ବ୍ଯକ୍ତି ତୁମ୍ଭେ ଏହା ବିଶ୍ବାସ ନ କଲେ ତୁମ୍ଭ ନିଜ ପାପଗୁଡିକ ପାଇଁ ତୁମ୍ଭେ ମରିବ।

ଯୋହନଲିଖିତ ସୁସମାଚାର 12:35

ଯୀଶୁ କହିଲେ, ତୁମ୍ଭମାନଙ୍କ ପାଖ ରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖ ରେ ଥିବା ପର୍ୟ୍ଯନ୍ତ ଚାଲ। ତବେେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାର ରେ ଚାଲୁଥିବା ବ୍ଯକ୍ତି କେଉଁଆଡେ ଯାଉଛି ଜାଣି ପା ରେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:46

କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ସାହସର ସହିତ କହିଲେ, ପରମେଶ୍ବରଙ୍କର ସୁସମାଚ଼ାର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାୟିବା ଆବଶ୍ଯକ ଥିଲା। କିନ୍ତୁ ତୁମ୍ଭମାନେେ ତାହା ଅସ୍ବୀକାର କରିବାରୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ଯ ଭାବି ନ ଥିବାରୁ ଆମ୍ଭମାନେେ ଅନ୍ୟଜାତୀୟମାନଙ୍କ ପାଖକୁ ୟିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:26

'ଏହି ଲୋକମାନଙ୍କ ପାଖକୁ ଯାଅ ଓ ସମାନଙ୍କେୁ କୁହ ଯେ ତୁମ୍ଭମାନେେ ଶୁଣିବ, କିନ୍ତୁ ବୁଝିବ ନାହିଁ। ତୁମ୍ଭମାନେେ ଚ଼ାହୁଁଥିବ, ଓ ଦେଖୁଥିବ କିନ୍ତୁ ତୁମ୍ଭେ ଯାହା ଦେଖିବ, ତାହା ବୁଝିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:11

ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।

Interlinear

Choose Theme