ଲବେୀ ପରିବାରର ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିଯିର ପରିବାରମାନେ ନିଜେ ନିଜେ ଶାେକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।
Cross references
ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।
ସହେିଦିନ ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେ ସଙ୍ଗେ କଥା ହେଲେ, ହାରୋଣ ଓ ମାଶାଙ୍କେର ବଂଶାବଳୀ ଏହି।
ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।
ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।
ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।
ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।
ଦାଉଦ ବହକ୍ସ୍ଟରୀମକକ୍ସ୍ଟ ଗଲେ, ସଠାେରେ ଦେଖିଲେ ଶାଉଲ ବଂଶର ଏକ ବ୍ଯକ୍ତି ସଠାେରକ୍ସ୍ଟ ବାହାରି ଆସିଲା, ତା'ର ନାମ ଥିଲା ଶିମିଯି। ସେ ଥିଲା ଗରୋର ପକ୍ସ୍ଟତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କକ୍ସ୍ଟ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷଯ ରେ ଗାଳି କରି କରି ବାହାରକ୍ସ୍ଟ ଥିଲା।
ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।
ପଦାଯଙ୍କର ପୁତ୍ରମାନେ ଥିଲେ ସରୁଦ୍ଦାବଲେ ଓ ଶିମିଯି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିଯ। ଶ ଲୋମୀତ ସମାନଙ୍କେର ଭଉଣୀ ଥିଲେ।
ଶିମଯିଙ୍କର ଷୋହଳ ଜଣ ପୁତ୍ର ଥିଲେ ଓ ଛଅ ଜଣ କନ୍ଯା ଥିଲେ। କିନ୍ତି ଶିମଯିଙ୍କର ଭ୍ରାତାମାନଙ୍କର କୌଣସି ସନ୍ତାନ ସନ୍ତତି ନ ଥିଲେ। ଶିମଯିଙ୍କର ଭ୍ରାତାମାନଙ୍କର କୌଣସି ବଡ଼ ପରିବାର ନ ଥିଲା। ଯିହୁଦାର ଅନ୍ଯାନ୍ଯ ପରିବାରଗୁଡ଼ିକ ପରି ସମାନଙ୍କେର ପରିବାରବର୍ଗ ବଡ଼ ନ ଥିଲା।
ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିଯି।
ଶିମିଯିଙ୍କର ଚାରିପୁତ୍ର ଥିଲେ। ସମାନେେ ହେଲେ, ୟହତ୍, ସୀଷ, ୟିଯଶ୍ ଓ ବରୀଯ।
ୟିଦୂଥିନ୍ଙ୍କ ବଂଶଧର ମାନଙ୍କ ମଧ୍ଯରୁ ଶିମ୍ରି ଓ ୟିଯୂଯଲେ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ଯରୁ ଶମଯିଯ ଓ ଉଷିଯଲେ ଥିଲେ।
ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ବରା ଲବେୀମାନଙ୍କ ସହିତ ଆମ୍ଭର ନିଯମ ଗ୍ଭଲୁ ରହିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।