ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସମାନେେ କହିବେ, 'ୟିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ଆସ୍ଥା ରଖନ୍ତି।'
Cross references
ମାରେ ହୃଦଯ ଇଶ୍ରାୟେଲର ଆଦେଶକର୍ତ୍ତାଙ୍କଠା ରେ ଅଛି, ୟିଏ ୟକ୍ସ୍ଟଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ, ସଦାପ୍ରଭୁଙ୍କର ଧନ୍ଯବାଦ କର!
ପରମେଶ୍ବର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମାେତେ ଶୁଦ୍ଧ ଜୀବନୟାପନ କରିବା ପାଇଁ ସାହାୟ୍ଯ କରନ୍ତି।
ହେ ପରମେଶ୍ବର, ତୁମ୍ଭେ ମାେତେ ୟୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଛ। ତୁମ୍ଭେ ମାରେ ଶତ୍ରୁମାନଙ୍କୁ ମାେ ନିକଟରେ ପକାଇ ଦଇେଛ।
ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ଘୋଷଣା କର ୟେ, ପରମେଶ୍ବର ଶକ୍ତିଶାଳୀ ଅଟନ୍ତି। ସେ ଇଶ୍ରାୟେଲ ଉପରେ ରାଜତ୍ବ କରନ୍ତି ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
ଶତ୍ରୁମାନେ ମାେତେ ଘରେି ୟାଇଥିଲେ, କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସମାନଙ୍କେୁ ପରାସ୍ତ କଲି।
ସଦାପ୍ରଭୁ ମାରେ ଶୈଳ, ତାଙ୍କର ପ୍ରଶଂସା ହେଉ। ସେ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।
ତୁମ୍ଭର ଶାସକଗଣ ବିଦ୍ରୋହୀ ହାଇେଛନ୍ତି ଓ ଚୋରମାନଙ୍କର ବନ୍ଧୁ ହାଇେଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ଯାଯ କାର୍ୟ୍ଯ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସହେି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସହେି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସମାନଙ୍କେର ଦରକାର ବେଳେ ସାହାୟ୍ଯ କରନ୍ତି ନାହିଁ।'
ଆଦ୍ଯ ସମୟ ପରି ମୁଁ ବିଚାରକାରୀଗଣଙ୍କୁ ଫରୋଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନା କରିବି। ତାପ ରେ ତୁମ୍ଭେ 'ଉତ୍ତମ ଓ ବିଶ୍ବସ୍ତ ନଗରୀ ବୋଲି କଥିତ ହବେ।'
ସଦେିନ ସର୍ବଶକ୍ତିମାନ ସଦାପ୍ରଭୁ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ବହୁତ ସୁନ୍ଦର ମୁକୁଟ' ସଦୃଶ ହବେେ।
ତା'ପ ରେ ସଦାପ୍ରଭୁ ବିଚାର ନିମନ୍ତେ ବିଚାରକଙ୍କୁ ବିଚାର ଜନିତ ଆତ୍ମା ଓ ଯେଉଁମାନେ ନଗରଦ୍ବାର ରେ ୟୁଦ୍ଧ ରେ ଫରୋଇ ଦିଅନ୍ତି ସମାନଙ୍କେ ପାଇଁ ବଳସ୍ବରୂପ ହବେେ।
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପ ରେ ଘାରେ ନିଦ୍ରାଜନକ ଆତ୍ମା ଢ଼ାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ଯଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ଯଦ୍ ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।
ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ତାହା ହେଲେ ଲୋକେ କହିବେ, କବଳେ ସଦାପ୍ରଭୁଙ୍କଠା ରେ ଧାର୍ମିକତା ଓ ଶକ୍ତି ଅଛି।'
ଆମ୍ଭେ ପିତ୍ତଳ ପରିବର୍ତେ ସୁବର୍ଣ୍ଣ, ଲୁହା ପରିବର୍ତେ ରେ ୗପ୍ୟ, କାଠ ପରିବର୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳ ରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।
ପୁଣି ସମାନଙ୍କେର ଅଧିପତି ସମାନଙ୍କେ ମଧ୍ଯରୁ ହବେେ। ସମାନଙ୍କେର ଶାସନକର୍ତ୍ତା ସମାନଙ୍କେ ମଧ୍ଯରୁ ସୃଷ୍ଟି ହବେେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ ?
ତାହା ହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସବେକ ଦାଉଦର ବଂଶଧରଗଣଙ୍କୁ ଅବ୍ରାହାମ, ଇସହାକ୍ ଓ ଯାକୁବର ବଂଶଧରଗଣ ଉପ ରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ଯାଖାନ କରିବା କି ? ଏହା ହବେ ନାହିଁ, କାରଣ ଆମ୍ଭେ ସମାନଙ୍କେର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସମାନଙ୍କେ ଉପ ରେ କୃପା କରିବା।
ଏହା ଦେଶ ମଧିଅରେ ତାହା ଅର୍ଥାତ୍ ଇଶ୍ରାୟେଲ ମଧିଅରେ ତାହାର ଅଧିକାରାର୍ଥେ ହବେ। ପୁଣି ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ। ମାତ୍ର ଇଶ୍ରାୟେଲ ବଂଶକୁ ସମାନଙ୍କେର ଗୋଷ୍ଠୀ ଅନୁସାରେ ଦେଶ ଦବେେ।
ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।
ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ଯ ଆମ୍ଭେ ଯୋଷଫେର ଗୃହକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ପୁନଃସ୍ଥାପନ କରିବା କାରଣ ସମାନଙ୍କେ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହବେ ଯେପରିକି ଆମ୍ଭେ ସମାନଙ୍କେୁ କବେେ ପ୍ରତ୍ଯାଖ୍ଯାନ କରିନାହୁଁ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଏବଂ ଆମ୍ଭେ ସମାନଙ୍କେର ପାର୍ଥନା ଶୁଣିବା।
ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।
ସହେିଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧିଅରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହାଇେଥିବା ନୂତନ ଶସ୍ଯ ମଧିଅରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସମାନେେ ତାଙ୍କ ବାମ ଓ ଦକ୍ଷିଣ ରେ ଥିବା ଲୋକମାନଙ୍କୁ ଧ୍ବଂସ କରିବେ କିନ୍ତୁ ୟିରୁଶାଲମ ତା'ର ସ୍ଥାନ ରେ ଅକ୍ଷତ ରହିବ।
କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।