ସହେିଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧିଅରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହାଇେଥିବା ନୂତନ ଶସ୍ଯ ମଧିଅରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସମାନେେ ତାଙ୍କ ବାମ ଓ ଦକ୍ଷିଣ ରେ ଥିବା ଲୋକମାନଙ୍କୁ ଧ୍ବଂସ କରିବେ କିନ୍ତୁ ୟିରୁଶାଲମ ତା'ର ସ୍ଥାନ ରେ ଅକ୍ଷତ ରହିବ।
Cross references
ଇଶ୍ରାୟେଲମାନଙ୍କର ଅଧିପତିମାନେ ୟିରୁଶାଲମ ରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ୟିରୁଶାଲମ ରେ ବାସ କରିବା ନିମନ୍ତେ ପ୍ରତି ଦଶଜଣ ମଧ୍ଯରୁ ଜଣଙ୍କୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ଯାନ ନଗର ରେ ବାସ କରିବାକୁ ଗୁଲିବାଣ୍ଟ କଲେ।
ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।
ଲୋକମାନେ ଦକ୍ଷିଣ ହସ୍ତ ରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହବେେ। ବାମ ହସ୍ତ ରେ ଯାହା ଭୋଜନ କରିବେ ସେଥି ରେ ତୃପ୍ତ ହବେେ ନାହିଁ। ତା'ପ ରେ ସମାନେେ ନିଜ ପିଲାମାନଙ୍କ ମାଂସ ଭକ୍ଷଣ କରିବେ।
ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।
ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ମ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ଯ-ମର୍ଦ୍ଦନ ୟନ୍ତ୍ର ସ୍ବରୂପ କରିବି, ତୁମ୍ଭେ କୃଷକ ଶସ୍ଯକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ଯ କରିବ।
କାରଣ ତୁମ୍ଭେ ଦକ୍ଷିଣ ଓ ବାମ ରେ ବ୍ଯାପି ୟିବ ଓ ତୁମ୍ଭର ବଂଶ ଅନ୍ୟଦେଶୀଯମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ଯ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।
ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।
ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ୟିରୁଶାଲମ ନଗର ପୁନର୍ବାର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନିର୍ମିତ ହବେ। ତା'ପ ରେ ହନନଲେ ଦୁର୍ଗରୁ କଣ ଫାଟକ ପର୍ୟ୍ଯନ୍ତ ତାହା ନିର୍ମିତ ହବେ।
ଆଉ ଏହିସବୁ ନଗରର ନିର୍ଗମନ ସ୍ଥାନ ହବେ। ଇଶ୍ରାୟେଲଙ୍କ ପରିବାରବର୍ଗ ପ ରେ ସମାନେେ ନାମିତ ହବେେ।
ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।
ଯାକୁବଙ୍କ ପରିବାର ଅଗ୍ନି ସଦୃଶ ହବେ ଓ ଯୋଷଫଙ୍କେ ରାଜ୍ଯ ଅଗ୍ନି ଶିଖା ସଦୃଶ ହବେ। କିନ୍ତୁ ଏଷୌଙ୍କ ରାଜ୍ଯ ପାଉଁଶ ହାଇଯେିବ, ଯିହୁଦାର ଲୋକେ ଇଦୋମଙ୍କୁ ଜାଳି ଦବେେ। ଯିହୁଦା ଲୋକେ ଇଦୋମଙ୍କୁ ଧ୍ବଂସ କରି ଦବେେ। ତା'ପ ରେ ଏଷୌ ରାଜ୍ଯ ରେ କହେି ତିଷ୍ଠି ରହିବେ ନାହିଁ। କାହିଁକି ରହିବେ ନାହିଁ? କାରଣ ସଦାପ୍ରଭୁ ପରମେଶ୍ବର ଏହା କହିଛନ୍ତି।
ସିୟୋନର କନ୍ଯା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗ କୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାୟ୍ଯ ରେ ଅନକେ ଗୋଷ୍ଠୀକୁ ଚୁର୍ଣ୍ଣ କରିବ। ସମାନଙ୍କେର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସମାନଙ୍କେର ଧନଭଣ୍ତାର ସମୁଦାଯ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।
ସଠାେ ରେ ଶାନ୍ତି ବିରାଜିତ ହବେ। ଯଦି ଅଶୂରୀଯ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ଯକୁ ଆକ୍ରମଣ କରିବେ, ତବେେ ଆମ୍ଭେ ଇଶ୍ରାୟେଲର ସାତଜଣ ମଷେପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।
ତେଣୁ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଆମ୍ଭେ ପୁଣି ୟିରୁଶାଲମ ଫରେି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦଖାଇବୋ। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭର ଘର ସହେି ସ୍ଥାନ ରେ ନିର୍ମିତ ହବେ ଏବଂ ସମଗ୍ର ୟିରୁଶାଲମ ରେ ପୁନଃନିର୍ମାଣର ଲକ୍ଷଣ ଦଖାୟିବେ।
ସେ ତାଙ୍କୁ କହିଲେ, ଦୌଡିକରି ୟାଅ ଏବଂ ସହେି ୟୁବକଙ୍କୁ କୁହ!
ସହେି ପବିତ୍ର ଭୂମିରେ ଯିହୁଦା ପରମେଶ୍ବରଙ୍କର ଅଂଶ ହବେ। ସଦାପ୍ରଭୁ ପୁନର୍ବାର ୟିରୁଶାଲମକୁ ତାଙ୍କର ସ୍ବତନ୍ତ୍ର ନଗରରୂପେ ବାଛିବେ।
ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭେ ସିୟୋନକୁ ଫରେି ଆସିଛୁ ଏବଂ ୟିରୁଶାଲମ ମଧିଅରେ ବାସ କରିବା। ୟିରୁଶାଲମ 'ସତ୍ଯର ନଗରୀ' ବୋଲି କୁହାୟିବ। ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ପର୍ବତକୁ ପବିତ୍ର ବୋଲି କୁହାୟିବ।
ସର୍ବଶକ୍ତିମାନ୍ ସଦାପ୍ରଭୁ ସମାନଙ୍କେୁ ସୁରକ୍ଷା ଦବେେ। ସମାନେେ ଧ୍ବଂସ ହବେେ, ସମାନେେ ସମାନଙ୍କେର ଶତୃମାନଙ୍କୁ ବାଟୁଳି ଦ୍ବାରା ପରାସ୍ତ କରିବେ। ସମାନେେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହବେେ, ସମାନେେ ୟଜ୍ଞବଦେୀର କଣ ରେ ଥିବା ପାତ୍ର ଯେପରି ସହେିପରି ପୂର୍ଣ୍ଣ ହବେେ।
ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ବାର ଖାଲିଦେିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦବଦୋରୁ ବୃକ୍ଷଗୁଡିକୁ ପୋଡି଼ ପକାଇବେ।
ଆଉ ମଧ୍ଯ ସହେି ସମୟରେ, ସମସ୍ତ ଦେଶ ୟିରୁଶାଲମର ଦକ୍ଷିଣ ଗବୋଠାରୁ ରିେମ୍ମାନ ପର୍ୟ୍ଯନ୍ତ ଭୂମି ସମତଳ ଭୂମିରେ ପରିଣତ ହବେ। କିନ୍ତୁ ୟିରୁଶାଲମ ତା' ସ୍ଥାନରୁ ଉଚ୍ଚ ରେ ଠିଆ ହବେ। ଏହା ବିନ୍ଯାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ୟ୍ଯନ୍ତ ହନ୍ନଲରେ କଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ୟ୍ଯନ୍ତ ବିସ୍ତୁତ ହବେ।
ଲୋକମାନେ ଯିବେ ଓ ସଠାେ ରେ ବାସ କରିବେ। ପୁନର୍ବାର ୟିରୁଶାଲମ ସମ୍ପୁର୍ଣ୍ଣ ଧ୍ବଂସ ହବେ ନାହିଁ। ୟିରୁମାଲମ ନିରାପଦ ହବେ।
ପ୍ରେତ୍ୟକକ କଥା ରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷାଢ଼ାଲ ଭାବରେ ବ୍ଯବହାର କରୁ।
ତା'ପରେ ମୁଁ ସହେି ପଶୁ ଓ ପୃଥିବୀର ରାଜାମାନଙ୍କୁ ଦେଖିଲି। ସମାନଙ୍କେର ସନୋବାହିନୀଗଣ, ଅଶ୍ବାରୋହୀ ଓ ସମାନଙ୍କେର ସନୋବାହିନୀ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ଏକତ୍ର ହେଲେ।
ଶୟତାନର ସନୋବାହିନୀ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ପରମେଶ୍ବରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ବରଙ୍କ ପ୍ରିୟ ନଗରକୁ ନଇଗେଲେ। କିନ୍ତୁ ସ୍ବର୍ଗରୁ ଅଗ୍ନି ଆସିଲା ଓ ତା'ର ସନୋବାହିନୀକୁ ବିନାଶ କରି ଦଲୋ।