Home Bibles ଯିଖରିୟ 13:4 · ଓଡ଼ିଆ ବାଇବେଲ
ଯିଖରିୟ 13:4 · ଓଡ଼ିଆ ବାଇବେଲ

ସଦେିନ ପ୍ରେତ୍ୟକକ ଭବିଷ୍ଯତ-ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହବେେ। ସମାନେେ ଭବିଷ୍ଯତ୍ବକ୍ତାପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

Cross references

ଦିତୀୟ ରାଜାବଳୀ 1:8

ବାର୍ତ୍ତାବହମାନେ ଅହସିଯଙ୍କୁ ଉତ୍ତର କଲେ, ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା'ର କଟି ରେ ଏକ ଚମଡାର ପଟୁକା ବନ୍ଧା ଥିଲା।

ଯିଶାଇୟ 20:2

ସହେି ସମୟରେ ସଦାପ୍ରଭୁ ଅମାେସଙ୍କ ପୁତ୍ର ଯିଶାଇୟଙ୍କ ଦ୍ବାରା ଏହି କଥା କହିଲେ, ୟାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।' ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ଯପାଦ ହାଇେ ଭ୍ରମଣ କଲେ।

ଯିରିମିୟ 2:26

ଚୋର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସହେିପରି ଇଶ୍ରାୟେଲ ବଂଶ, ସମାନଙ୍କେର ରାଜଗଣ, ସମାନଙ୍କେର ଅଧିପତିଗଣ, ସମାନଙ୍କେର ଯାଜକଗଣ ଓ ସମାନଙ୍କେର ଭବିଷ୍ଯଦବକ୍ତାଗଣ ସମସ୍ତେ ଲଜ୍ଜିତ ହାଇେଅଛନ୍ତି।

ଯିରିମିୟ 6:15

ଯାଜକ ଓ ଭବିଷ୍ଯଦବକ୍ତାମାନେ ଘୃଣ୍ଯକର୍ମ କଲେ ମଧ୍ଯ ଲଜ୍ଜିତ ନୁହଁନ୍ତି। ସମାନେେ ସମାନଙ୍କେର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ। ତେଣୁ ସଦାପ୍ରଭୁ କହନ୍ତି, ସମାନେେ ପତିତମାନଙ୍କ ମଧିଅରେ ପତିତ ହବେେ ଓ ଆମ୍ଭେ ସେସାନଙ୍କୁ ପ୍ରତିଫଳ ଦବୋ ବେଳେ ସମାନେେ ନିପାତିତ ହବେେ।

ମୀଖା 3:6

ଏଥିପାଇଁ ତୁମ୍ଭମାନେେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହବେ। ଭବିଷ୍ଯତ୍ ରେ କ'ଣ ଘଟିବ ତୁମ୍ଭମାନେେ ତାହା ଦେଖିପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହବେ। ସୂର୍ୟ୍ଯ ସହେି ଭବିଷ୍ଯତ୍ବକ୍ତାଗଣଙ୍କ ଉପ ରେ ଅସ୍ତମିତ ହବେେ, ତେଣୁ ସମାନଙ୍କେ ପାଇଁ ଦିବସ ଅନ୍ଧକାର ତୁଲ୍ଯ ହବେ।

ମୀଖା 3:7

ଆଉ ସହେି ଦର୍ଶକମାନେ ଲଜ୍ଜିତ ହବେେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହବେେ। ସମାନେେ କିଛି କହି ପାରିବେ ନାହିଁ କାରଣ ପରମେଶ୍ବର ତାଙ୍କୁ କୌଣସି ଉତ୍ତର ଦବେେ ନାହିଁ।

ମାଥିଉଲିଖିତ ସୁସମାଚାର 3:4

ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

ମାଥିଉଲିଖିତ ସୁସମାଚାର 11:8

ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ଯକ୍ତିଙ୍କୁ? ତା' ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନ ରେ ପାଇ ପାରିବ।

ମାର୍କଲିଖିତ ସୁସମାଚାର 1:6

ଯୋହନ ଓଟ ଲୋମ ରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଚାରିପଟେ ଗୋଟିଏ ଚମଡାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:3

ମୁଁ ମାରଦେୁଇ ସାକ୍ଷୀଙ୍କୁ କ୍ଷମତା ଦବେି। ସମାନେେ 1260 ଦିନ ପର୍ୟ୍ଯନ୍ତ ଅଖା ପିନ୍ଧି ଭବିଷ୍ଯଦ୍ ବାଣୀ କହିବେ।

Interlinear

Choose Theme