Home Bibles ଯିଖରିୟ 2:1 · ଓଡ଼ିଆ ବାଇବେଲ
ଯିଖରିୟ 2:1 · ଓଡ଼ିଆ ବାଇବେଲ

ତା'ପ ରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତ ରେ ପରିମାପକ ରଜ୍ଜୁ ଧରିବାକୁ ଏକ ବ୍ଯକ୍ତିଙ୍କୁ ଦେଖିଲି।

Cross references

ଯିଶାଇୟ 54:16

ଦେଖ, ଯେଉଁ କମାର କୋଇଲା ରେ ଅଗ୍ନିଦଇେ ତାଉ କରେ ଓ ଆପଣା କାର୍ୟ୍ଯ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ବିନାଶପାଇଁ' ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।

ଯିରିମିୟ 48:25

ସଦାପ୍ରଭୁ କହନ୍ତି ମାୟୋବର ଶୃଙ୍ଗ କଟା ୟାଇଅଛି ଓ ତାହାର ବାହୁ ଭଗ୍ନ ହାଇେଅଛି।

ଯିହିଜିକଲ 40:3

ସେ ମାେତେ ସେ ସ୍ଥାନକୁ ନଇଗେଲେ। ସଠାେ ରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ଯ ଥିଲା। ତାଙ୍କ ହସ୍ତ ରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ବାର ନିକଟରେ ଛିଡ଼ା ହାଇେଥିଲେ।

ଯିହିଜିକଲ 40:5

ମୁଁ ଦେଖିଲି ମନ୍ଦିରର ବାହା ରେ ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ଥିଲା। ଆଉ ସେ ପୁରୁଷଙ୍କ ହସ୍ତ ରେ ଏକ ପରିମାପକ ଦଣ୍ଡ ଥିଲା। ତାହା ଛଅହାତ ଦୀର୍ଘ, ପ୍ରେତ୍ୟକକ ହାତ ଏକହାତ ଚାରି ଅଙ୍ଗୁଳି ପରିମିତ। ତହିଁରେ ସେ ଗୃହର ସ୍ଥୁଳତା ଏକ ଦଣ୍ଡ ଓ ଉଚ୍ଚତା ଏକ ଦଣ୍ଡ ମାପିଲେ।

ଯିହିଜିକଲ 47:4

ପୁଣି ସେ 1,000 ହାତ ମାପିଲେ ଓ ମାେତେ ଜଳ ମଧ୍ଯଦଇେ ଗମନ କରାଇଲେ, ଜଳ ଆଣ୍ଠୁ ପର୍ୟ୍ଯନ୍ତ ହେଲା। ପୁନର୍ବାର 1,000 ହାତ ମାପିଲେ ଓ ଜଳ ମଧ୍ଯଦଇେ ମାେତେ ଗମନ କରାଇଲେ, ଜଳ ଅଣ୍ଟା ପର୍ୟ୍ଯନ୍ତ ହେଲା।

ଦାନିଏଲ 7:7

ଏହାପ ରେ ମୁଁ ରାତ୍ରିକାଳର ଦର୍ଶନ ରେ ଦେଖିଲି, ମାରେ ସମ୍ମୁଖ ରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶଯ ବଳବାନ୍ ଥିଲା ଓ ତାହାର ବଡ ବଡ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶଟି ଶିଙ୍ଗ ଥିଲା।

ଯିଖରିୟ 1:16

ତେଣୁ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଆମ୍ଭେ ପୁଣି ୟିରୁଶାଲମ ଫରେି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦଖାଇବୋ। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭର ଘର ସହେି ସ୍ଥାନ ରେ ନିର୍ମିତ ହବେ ଏବଂ ସମଗ୍ର ୟିରୁଶାଲମ ରେ ପୁନଃନିର୍ମାଣର ଲକ୍ଷଣ ଦଖାୟିବେ।

ଯିଖରିୟ 1:18

ଏହାପ ରେ ମୁଁ ଉର୍ଦ୍ଧ୍ବକୁ ଗ୍ଭହିଁଲି ଏବଂ ଗ୍ଭରିଟି ଶିଙ୍ଗ ଦେଖିଲି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:1

ତା'ପରେ ମାେତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମାେତେ କୁହାଗଲା, ଯାଅ ପରମେଶ୍ବରଙ୍କର ମନ୍ଦିର, ବଦେୀକୁ ମାପ, ଏବଂ ସଠାେରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ଯା ଗଣନା କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:15

ମାେ ସହିତ କଥାବାର୍ତ୍ତା ହେଉଥିବା ସ୍ବର୍ଗଦୂତଙ୍କ ହାତ ରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ବାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତ ରେ ରଖିଥିଲେ।

Interlinear

Choose Theme