ସଦାପ୍ରଭୁ କୁହନ୍ତି, ହେ ସିୟୋନର କନ୍ଯା ଆନନ୍ଦ ରେ ଚିତ୍କାର କର ଏବଂ ଖୁସି ହୁଅ। କାରଣ ତୁମ୍ଭ ସହିତ ନଗର ରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
Cross references
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଗମନା-ଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ବର ହବୋ। ଆଉ ତୁମ୍ଭମାନେ ଆମ୍ଭର ଲୋକ ହବେ।
ସଦାପ୍ରଭୁ ପୃଥିବୀର ଏକ ସୀମାରକ୍ସ୍ଟ ଅନ୍ୟସୀମା ପର୍ୟ୍ଯନ୍ତ ସମସ୍ତ ଗୋଷ୍ଠୀ ମଧିଅରେ ତୁମ୍ଭକୁ ଛିନ୍ନ ଭିନ୍ନ କରିବେ। ଆଉ ସଠାେରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବ ପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତୀ ପୂଜା କରିବ।
ତଣେୁ ମୁଁ କହିଲି, ମୁଁ ଉପସ୍ଥିତ ଅଛି, ମାେତେ ତୁମ୍ଭେ ନିଅ। ଏହା ମାେ ବିଷଯରେ ପୁସ୍ତକରେ ଲଖାୟୋଇଛି।
ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।
ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ ସୁସମାଚାର ପ୍ରଚାର କର। ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।
ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।
ହେ ମାରେ ସନ୍ତାନଗଣ, ତୁମ୍ଭମାନେେ ବାବିଲରୁ ବାହାରି ୟାଅ, କଲଦୀଯମାନଙ୍କ ମଧ୍ଯରୁ ପଳାଯନ କର ; ତୁମ୍ଭମାନେେ ଆନନ୍ଦ ଧ୍ବନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହା ବିଖ୍ଯାତ କର ; ତୁମ୍ଭମାନେେ କୁହ, ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।
ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।