Home Bibles ଯିଖରିୟ 2:5 · ଓଡ଼ିଆ ବାଇବେଲ
ଯିଖରିୟ 2:5 · ଓଡ଼ିଆ ବାଇବେଲ

ସଦାପ୍ରଭୁ କୁହନ୍ତି, 'ଆମ୍ଭେ ତା'ର ଚତୁର୍ଦ୍ଦିଗ ରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ଯ ହବୋ। ଆମ୍ଭେ ତାକୁ ଆମ୍ଭର ମହିମା ରେ ପୂର୍ଣ୍ଣ କରିବା।'

Cross references

ଗୀତସଂହିତା 3:3

କିନ୍ତୁ ହେ ସଦାପ୍ରଭୁ, ଏହା କବଳେ ତୁମ୍ଭେ ୟିଏକି ମାରେ ଢ଼ାଲ ସ୍ବରୂପ। ତୁମ୍ଭେ ମାରେ ମହିମା। ତୁମ୍ଭେ ହିଁ ମାେତେ ପ୍ରାଧାନ୍ଯ ଦଇେଛ।

ଗୀତସଂହିତା 46:7

ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ଗୀତସଂହିତା 48:3

ଯେଉଁ ଲୋକମାନେ ସହେିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି, ସମାନେେ ଜାଣନ୍ତି ୟେ ତାଙ୍କର ସମସ୍ତ ପ୍ରାସାଦର ଆଶ୍ରଯସ୍ଥଳର ନିରାପଦ ଆଶ୍ରଯସ୍ଥଳ ପରମେଶ୍ବର ଅଟନ୍ତି।

ଗୀତସଂହିତା 48:12

ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର। ସହେି ନଗରୀକୁ ଚାହଁ। ତାହାର ଗମ୍ବୁଜ ସବୁକୁ ଗଣ।

ଯିଶାଇୟ 4:5

ସେତବେେଳେ ପରମେଶ୍ବର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସ ରେ ପରମେଶ୍ବର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରି ରେ ଜ୍ବଳନ୍ତ ଅଗ୍ନି ଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହବେ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘ ରେ ଆଚ୍ଛାଦିତ ହବେ। ପ୍ରେତ୍ୟକକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହବେ।

ଯିଶାଇୟ 12:6

ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।

ଯିଶାଇୟ 26:1

ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।

ଯିଶାଇୟ 33:21

କାହିଁକି ଏସବୁ ହବେ ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହବେେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ଷୋର୍ତ ସମୂହର ସ୍ଥାନ ହବେ। କିନ୍ତୁ ସହେି ନଦୀମାନଙ୍କ ରେ ଆହୁଲା ୟୁକ୍ତ କୌଣସି ନେ ୗକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭମାନେେ ସହେି ପୋତର ରଜ୍ଜୁ ଛାଡ଼ି ଦବେ।

ଯିଶାଇୟ 60:18

ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ ପ୍ରଶଂସା' ରଖିବ।

ଯିରିମିୟ 31:39

ଆଉ ସଠାରୁେ ପରିମାପକ ରଜ୍ଜୁ ଗା ରେବ୍ ଉପପର୍ବତ ପର୍ୟ୍ଯନ୍ତ ସଳଖ ୟିବ ଓ ସଠାରୁେ ବୁଲି ଗୋୟା ପର୍ୟ୍ଯନ୍ତ ୟିବ।

ଯିହିଜିକଲ 47:3

ସହେି ବ୍ଯକ୍ତି ମାପ ଫିତା ଓ ନିଜ ହାତ ରେ ନଇେ ପୂର୍ବଆଡ଼େ ଗଲେ ଓ ଓ 1,000 ହାତ ମାପିଲେ। ଆଉ ମାେତେ ସେ ଜଳ ମଧ୍ଯଦଇେ ଗମନ କରାଇଲେ। ଜଳ ଆଣ୍ଠୁଏ ପର୍ୟ୍ଯନ୍ତ ହେଲା।

ହଗୟ 2:7

ଆମ୍ଭେ ସମସ୍ତ ଦେଶକୁ ଥରାଇ ଦବୋ ଏବଂ ସମାନେେ ଧନସମ୍ପଦ ଧରି ତୁମ୍ଭ ନିକଟକୁ ଆସିବେ। ତା'ପ ରେ ଆମ୍ଭ ଏହି ମନ୍ଦିରକୁ ମହିମା ରେ ପୂର୍ଣ୍ଣ କରିବା। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଛନ୍ତି।

ଯିଖରିୟ 1:16

ତେଣୁ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଆମ୍ଭେ ପୁଣି ୟିରୁଶାଲମ ଫରେି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦଖାଇବୋ। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭର ଘର ସହେି ସ୍ଥାନ ରେ ନିର୍ମିତ ହବେ ଏବଂ ସମଗ୍ର ୟିରୁଶାଲମ ରେ ପୁନଃନିର୍ମାଣର ଲକ୍ଷଣ ଦଖାୟିବେ।

ଯିଖରିୟ 9:8

ଆମ୍ଭେ ନିଜ ଦେଶ ରେ ଛାଉଣୀ ସ୍ଥାପନ କରିବା, ପ୍ରହରୀ ହବୋ ଶତୃମାନଙ୍କ ବିରୁଦ୍ଧ ରେ। କୌଣସି ଅତ୍ଯାଗ୍ଭର ପୂନର୍ବାର ତାଙ୍କୁ ଦଳିତ କରିବ ନାହିଁ, କାରଣ ବର୍ତ୍ତମାନ ମୁଁ ମାରେ ସ୍ବଚକ୍ଷୁ ରେ ଦେଖୁଛି। ମାେ ସ୍ବଚକ୍ଷୁ ରେ ମାରେ ଲୋକମାନଙ୍କର ୟନ୍ତ୍ରଣା ଦେଖୁଅଛି।

ଲୂକଲିଖିତ ସୁସମାଚାର 2:32

ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:10

ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:23

ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:3

ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।

Interlinear

Choose Theme