ସଦାପ୍ରଭୁ ସର୍ବଶକ୍ତିମାନ କୁହନ୍ତି, ସେତବେେଳେ ଲୋକମାନେ ଏକତ୍ର ବସିବେ ଓ ସମାନଙ୍କେର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସମାନେେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।
Cross references
ଶଲୋମନଙ୍କ ରାଜତ୍ବ କାଳ ରେ ଦାନଠାରୁ ବରେଶବୋ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ମୂଳ ରେ ନିରାପଦ ରେ ଅବସ୍ଥାନ କରୁଥିଲେ।
ସଦାପ୍ରଭୁ ମାରେ ପିତା ଦାଉଦଙ୍କୁ ଶପଥ କରିଥିଲେ, 'ଆମ୍ଭେ ତୁମ୍ଭ ବଦଳ ରେ ତୁମ୍ଭ ପୁତ୍ରକୁ ସିଂହାସନ ରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।' ମୁଁ ବର୍ତ୍ତମାନ ସଦାପ୍ରଭୁ ମାରେପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଛି।
ହିଜକିଯଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, ତୁମ୍ଭମାନେେ ମାେ ସହିତ ଚୁକ୍ତି କର। ତୁମ୍ଭମାନେେ ନଗରରୁ ବାହାରି ମାେ ନିକଟକୁ ଚାଳିଆସ। ତା'ପ ରେ ପ୍ରେତ୍ୟକକ ନିଜ ନିଜ ଗୃହକୁ ୟିବାକୁ ମୁକ୍ତ ଅଟ। ପ୍ରେତ୍ୟକକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡ଼ିମ୍ବିରି ଫଳ ଭୋଜନ କର। ପ୍ରେତ୍ୟକକ ନିଜ ନିଜ କୂପରୁ ଜଳ ପାନକର।
ସେତବେେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ୟୁଦ୍ଧ ଅସ୍ତ୍ରଗୁଡିକୁ ଭାଙ୍ଗି ଦବୋ ଏବଂ ଆମ୍ଭେ ସମାନଙ୍କେୁ ନିରାପଦ ରେ ଶଯନ କରିବାକୁ ଦବୋ।
ପ୍ରେତ୍ୟକକ ବ୍ଯକ୍ତି ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ। କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହାହିଁ ଘଟିବ ବୋଲି କହିଲେ।
ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା। ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।
ଫିଲିପ୍ପ ନିଥନିଯଲଙ୍କେର ଦଖାେ ପାଇ କହିଲେ, ମାଶାେ ବ୍ଯବସ୍ଥା ରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମାଶାେ ଜଣେ ବ୍ଯକ୍ତିଙ୍କ ଆଗମନ ବିଷୟ ରେ ଲେଖିଥିଲେ। ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ତାହାଙ୍କ ବିଷୟ ରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭଟେିଛୁ। ତାହାଙ୍କ ନାମ ଯୀଶୁ। ସେ ୟୋ ସଫଙ୍କେର ପୁତ୍ର। ସେ ନାଜରିତରୁ ଆସିଛନ୍ତି।