Home Bibles ଯିଖରିୟ 4:3 · ଓଡ଼ିଆ ବାଇବେଲ
ଯିଖରିୟ 4:3 · ଓଡ଼ିଆ ବାଇବେଲ

ସହେି ପାତ୍ରର ଦକ୍ଷିଣ ଓ ବାମ ପାଶର୍‌ବ ରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।

Cross references

ବିଚାରକର୍ତାମାନଙ୍କ ବିବରଣ 9:9

ମାତ୍ର ବୃକ୍ଷ ସମାନଙ୍କେୁ କହିଲେ, ମାରେ ମୂଲ୍ଯବାନ୍ ତଲେ ଦ୍ବାରା ମନକ୍ସ୍ଟଷ୍ଯ ଓ ପରମେଶ୍ବର ସମ୍ମାନିତ ହକ୍ସ୍ଟଅନ୍ତି। ମୁ କ'ଣ ବୃକ୍ଷମାନଙ୍କ ପାଇଁ ଏଣେ ତଣେେ ୟାଇ ମାରେମୂଲ୍ଯବାନ୍ ତଲେ ଦବୋକକ୍ସ୍ଟ ବନ୍ଦ କରି ଦବେି?

ଯିଖରିୟ 4:11

ତା'ପ ରେ ମୁଁ ତାଙ୍କୁ କହିଲି, ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?

ଯିଖରିୟ 4:14

ତେଣୁ ସେ ଉତ୍ତର ଦେଲେ, ଏହି ଅଭିଷିକ୍ତ ଦୁଇଜଣ ୟିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।

ରୋମୀୟଙ୍କ ପ୍ରତି ପତ୍ର 11:17

ଧରି ନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଗଂଲୀ ଜୀତଗଛର ଶାଖାଗୁଡିକ ଆଣି ପ୍ରଥମ ଗଛ ସହିତ ସଂୟୁକ୍ତ କରା ହେଲା। ତୁମ୍ଭେ ଅଣଯିହୂଦୀମାନେ ସହେି ଜଙ୍ଗଲୀ ଜୀତଗଛଭଳି। ତୁମ୍ଭମାନେେ ସହେି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।

ରୋମୀୟଙ୍କ ପ୍ରତି ପତ୍ର 11:24

ତୁମ୍ଭମାନେେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭମାନେେ ଭଲ ଜୀତଗଛ ସହିତ ସଂୟୁକ୍ତ ହାଇେଛ। କିନ୍ତୁ ଏହା ସ୍ବାଭାବିକ। ଅତଏବ, ସହେି ଯିହୂଦୀମାନେ ପ୍ରକୃତ ରେ ନିଜର ବୃକ୍ଷ ସହିତ ପୁନର୍ବାର ସଂୟୁକ୍ତ ହାଇପୋରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:4

ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀ ରେ ପ୍ରଭୁଙ୍କ ସମ୍ମୁଖ ରେ ଠିଆ ହାଇେଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା।

Interlinear

Choose Theme