Home Bibles ଯିଖରିୟ 4:9 · ଓଡ଼ିଆ ବାଇବେଲ
ଯିଖରିୟ 4:9 · ଓଡ଼ିଆ ବାଇବେଲ

ୟିରୁଦ୍ଦାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ୟ୍ଯ ଶଷେ କରିବ। ତା'ପ ରେ ତୁମ୍ଭମାନେେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।

Cross references

ଏଜ୍ରା 3:8

ଏହାପରେ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ରେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ରେ ଶାଲଟୀଯଲରେ ପୁତ୍ର ସରୁଦ୍ଦାବିଲ, ୟୋଷାଦକର ପୁତ୍ର ଯଶୂେଯ ଓ ସମାନଙ୍କେର ଅବଶିଷ୍ଟ ଯାଜକ ଓ ଲବେୀୟ ଭାତୃଗଣ, ବନ୍ଦୀ ଦଶାରୁ ୟିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ୟ୍ଯ ରେ ତତ୍ତ୍ବାବଧାରଣ ନିମନ୍ତେ କୋଡିଏ ବର୍ଷ ଓ ତତୋଧିକ ବଯସ୍କ ଲବେୀୟମାନଙ୍କୁ ନିୟୁକ୍ତ କଲେ।

ଏଜ୍ରା 5:16

ତେଣୁ ଶେଶବସର ଆସି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ କଲା। ଆଉ ସହେି ସମଯାବଧି ବର୍ତ୍ତମାନ ପର୍ୟ୍ଯନ୍ତ ତାହା ନିର୍ମିତ ହେଉଅଛି। ତଥାପି ତାହା ସମ୍ପୂର୍ଣ୍ଣ ହାଇେ ନାହିଁ।

ଏଜ୍ରା 6:14

ଏଥି ରେ ହାଗଯ ଭବିଷ୍ଯଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିଯର ଭବିଷ୍ଯଦ୍ବାକ୍ଯ ସହକା ରେ ୟିହୁଦୀଯ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ୟ୍ଯ ହେଲେ। ଆଉ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ଯ ରାଜା କୋରସ ଓ ଦାରିଯାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।

ଏଜ୍ରା 6:15

ଦାରିଯାବସ ରାଜାର ଅଧିକାରର ଷଷ୍ଠବର୍ଷ ରେ ଅଦର ନାମକ ମାସର ତୃତୀୟ ଦିନ ରେ ଏହି ମନ୍ଦିର ସମାପ୍ତ ହେଲା।

ଯିଶାଇୟ 48:16

ତୁମ୍ଭମାନେେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ଯରୁ ଆମ୍ଭେ ଗୋପନ ରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସଠାେ ରେ ଅଛୁ।

ଯିଖରିୟ 2:8

ସେ ଆମ୍ଭକୁ ସହେି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫରୋଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭମାନେେ ତାଙ୍କର ଗୌରବ।

ଯିଖରିୟ 2:11

ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା। ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।

ଯିଖରିୟ 2:13

ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।

ଯିଖରିୟ 6:12

ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।

ଯିଖରିୟ 6:15

ଯେଉଁମାନେ ଦୂର ରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା'ପ ରେ ତୁମ୍ଭମାନେେ ଜାଣିବ ଯେ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପ୍ ରରଣେ କରିଛନ୍ତି। ଏହିସବୁ ଘଟିବ ଯଦି ତୁମ୍ଭେ ମନ ଯୋଗ ସହକା ରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ଆଜ୍ଞା ପାଳନ କରିବ।

ମାଥିଉଲିଖିତ ସୁସମାଚାର 16:18

ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।

ଯୋହନଲିଖିତ ସୁସମାଚାର 3:17

ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।

ଯୋହନଲିଖିତ ସୁସମାଚାର 5:36

କିନ୍ତୁ ମାେ ପାଖ ରେ ମାେ ସମ୍ବନ୍ଧ ରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ। ମୁଁ ଯାହା ସବୁ କରୁଛି, ତାହା ସବୁ ମାରେ ପ୍ରମାଣ। ପରମପିତା ମାେତେ ଏସବୁ କରିବା ପାଇଁ ଦଇେଥିଲେ। ଏହିସବୁ କାର୍ୟ୍ଯରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମାେତେ ପଠାଇଛନ୍ତି।

ଯୋହନଲିଖିତ ସୁସମାଚାର 8:16

କିନ୍ତୁ ମୁଁ ଯଦି ବିଚାର କରେ, ତବେେ ମାେ ବିଚାର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମାେ ସହିତ ମାରେ ପ୍ ରରଣକେର୍ତ୍ତା ପରମପିତା ଅଛନ୍ତି।

ଯୋହନଲିଖିତ ସୁସମାଚାର 17:21

ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

Interlinear

Choose Theme