Home Bibles ☰ Books ଯିଖରିୟ 7:12 · ଓଡ଼ିଆ ବାଇବେଲ
ଯିଖରିୟ 7:12 · ଓଡ଼ିଆ ବାଇବେଲ

ସମାନେେ ଜିଦ୍ଖୋର ଏବଂ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କ ପୂର୍ବରୁ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ପଠାଇଥିବା ନିର୍ଦ୍ଦେଶ ମାନିବାକୁ ମନା କଲେ। ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ ବିଶଷେ କୋର୍ଧ୍ବାନିତ ହେଲେ।

Cross references

ଯାତ୍ରା ପୁସ୍ତକ 7:13

ତଥାପି ଫାରୋ ଦୃଢ ହେଲ ଲୋକମାନଙ୍କୁ ୟିବାକୁ ଅନୁମତି ଦେଲେ ନାହିଁ। ଏହା ସହେିପରି ହାଇେଥିଲା ଯେପରି ସଦାପ୍ରଭୁ ହବେ ବୋଲି କହିଥିଲେ। ଫାରୋ ମାଶାେ ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।

ଦିତୀୟ ବଂଶାବଳୀ 36:16

କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।

ନିହିମିୟା 9:29

ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।

ଆୟୁବ ପୁସ୍ତକ 9:4

ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।

ଗୀତସଂହିତା 50:17

କାରଣ ତୁମ୍ଭମାନେେ ଆନନ୍ଦିତ ନୁହଁ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭମାନେେ ମାରେ କଥାକୁ ଘୃଣା କର। ତୁମ୍ଭମାନେେ ମାରେ କଥାକୁ ଅବଜ୍ଞା କର।

ଯିଶାଇୟ 6:10

ସମାନଙ୍କେୁ ବିଭ୍ରାନ୍ତ କର। ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସହେିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ'କର ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତ ରେ ବୁଝି ପାରିବେ। ଲୋକମାନେ ସମାନଙ୍କେର ସର୍ବାନ୍ତକରଣ ରେ ବୁଝିପାରିବେ। ଏହା କଲେ ସମାନେେ ମାେ ନିକଟକୁ ଫରେି ଆସିବେ ଓ ମାଠାରୁେ ସୁସ୍ଥତା ପାଇବେ।'

ଯିଶାଇୟ 48:4

କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ଯ ; ମାରେ ବାକ୍ଯ ତୁମ୍ଭେ ବିଶ୍ବାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ବରୂପ ବୋଲି ଆମ୍ଭେ ଜାଣିଲୁ।

ଯିଶାଇୟ 65:12

ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ରେ ଚ୍ଛଦନେ କରିବା ଓ ତୁମ୍ଭେ ସମସ୍ତେ ବଧ୍ଯସ୍ଥାନ ରେ ନଇଁ ପଡ଼ିବ। କାରଣ ଆମ୍ଭେ ଡ଼ାକିଲା ବେଳେ ତୁମ୍ଭମାନେେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭମାନେେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ସହେି କାର୍ୟ୍ଯ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସହେି କାର୍ୟଅକୁ ମନୋନୀତ କଲ।

ଯିରିମିୟ 5:3

ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।

ଯିରିମିୟ 7:20

ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।

ଯିରିମିୟ 17:1

ଯିହୁଦାର ପାପ ଏପରି ଏକ ସ୍ଥାନ ରେ ଲିଖିତ ହାଇେଅଛି, ଯାହାକୁ ସମାନେେ ଲିଭାଇ ପାରିବେ ନାହିଁ। ସମାନଙ୍କେର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ବାରା ପଥର ଫଳକରେ ଲିଖିତ ହାଇେଅଛି। ଯେଉଁଟା କି ସମାନଙ୍କେର ହୃଦଯ। ଆଉ ସମାନଙ୍କେର ୟଜ୍ଞବଦେୀର ଶିଙ୍ଗ ରେ ତାହା ଖାଦେିତ ହାଇେଅଛି।

ଯିରିମିୟ 17:23

ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସମାନେେ ଅତି ଅବାଧ୍ଯ। ତେଣୁ ସମାନେେ ଦଣ୍ଡିତ ହେଲେ। ସମାନଙ୍କେର କିଛି ମଙ୍ଗଳ ହେଲା ନାହିଁ।

ଯିରିମିୟ 26:19

ଯିହୁଦାର ରାଜା ହିଜକିଯ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିଯ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସମାନଙ୍କେ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭମାନେେ ଯିରିମିୟଙ୍କ ପ୍ରତି କିଛି କରୁ, ତବେେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳ ରେ ଅମଙ୍ଗଳ କରୁଅଛୁ।

Interlinear

Choose Theme