ଆମ୍ଭେ ପୁର୍ବରୁ ଯେପରି କରୁଥିଲୁ ସହେି ଅବଶିଷ୍ଟାଂଶଙ୍କ ସହିତ ସପରେି ବ୍ଯବହାର କରିବା ନାହିଁ। ଏହା ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି।
Cross references
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କୋର୍ଧିତ ରହିବେ ନାହିଁ।
ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
ଆଜି ଦିନର ପୂର୍ବରୁ ଯାହାସବୁ ଘଟିଲା ସେ ବିଷଯ ରେ ଚିନ୍ତା କର। ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ ଆରମ୍ଭ କରିବାର ପୂର୍ବ ସମୟ ବିଷଯ ରେ ଚିନ୍ତା କର।
ଖଳା ରେ ଆଉ ଶସ୍ଯ ଅଛି କି? ନାଁ, କୌଣସି ଶସ୍ଯ ଖଳା ରେ ନାହିଁ। ଦ୍ରାକ୍ଷାଲତାକୁ, ଡିମିରି ଗଛକୁ, ଡାଳିମ୍ବୂ ବୃକ୍ଷକୁ ଏବଂ ଅଲିଭ୍ ଗଛକୁ ଲକ୍ଷ୍ଯ କର। ସମାନେେ ଫଳ ଧାରଣ କରୁଛନ୍ତି କି? ନାଁ, ସେ ସବୁ ଧାରଣ କରୁନାହିଁନ୍ତି। କିନ୍ତୁ ଆଜିଠାରୁ ଦେଖ, ସଗେୁଡିକ ଉତ୍ତମ ଫଳ ଧାରଣ କରିବେ, କାରଣ ଆମ୍ଭେ ଆର୍ଶୀବାଦ କରିବା।
ଆମ୍ଭେ ସମାନଙ୍କେୁ ଏଠାକୁ ଫରୋଇ ଆଣିବା ଏବଂ ସମାନେେ ୟିରୁଶାଲମ ମଧିଅରେ ବାସ କରିବେ। ସମାନେେ ଆମ୍ଭର ଲୋକ ହବେେ ଏବଂ ଆମ୍ଭେ ସମାନଙ୍କେର ବିଶ୍ବସ୍ଥ ଏବଂ ନ୍ଯାଯବାନ୍ ପରମେଶ୍ବର ହବୋ।
ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମାରେ ଦ୍ରବ୍ଯ ଚୋରି କରିଛ। ତୁମ୍ଭମାନେେ ସଂପୂର୍ଣ୍ଣ ଅଭିଶପ୍ତ।