ତୁମ୍ଭର ପ୍ରତିବେଶୀର କ୍ଷତି କରିବାକୁ ତୁମ୍ଭ ହୃଦଯ ରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ଯା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସହେି ସବୁକୁ ଘୃଣା କରୁ। ସଦାପ୍ରଭୁ ଏହିସବୁ କହିଲେ।
Cross references
ଗର୍ବୀମାନେ କବେେ ତୁମ୍ଭ ନିକଟକୁ ଆସିପାରିବେ ନାହିଁ। ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ତୁମ୍ଭେ ସମାନଙ୍କେୁ ଘୃଣା କର।
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
ଯେତବେେଳେ ତୁମ୍ଭର ପଡ଼ୋଶୀ ସେ ବିଶ୍ବାସ କରି ତୁମ୍ଭ ପାଖ ରେ ବାସ କରେ। ତୁମ୍ଭେ ପଡ଼ୋଶୀଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କର ନାହିଁ।
ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।
ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।
ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।
ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?
ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।
ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କରନାହିଁ। ତୁମ୍ଭ ଭାଇ ବିରୁଦ୍ଧ ରେ ନିଜ ହୃଦଯ ରେ ଷଡୟନ୍ତ୍ର କରନାହିଁ।
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।
ଗୋଟିଏ ଭଲ ଲୋକର ମନ ରେ ଭଲ କଥା ସଞ୍ଚିତ ହାଇେ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହରି ଆ ସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତ ରେ ଖରାପ କଥା ସବୁ ସଞ୍ଚିତ ହାଇେ ରହିଥାଏ। ସେ କହିବା ବେଳେ ତା' ମନ ଭିତରୁ ଖରାପ କଥା ବାହରିଥାଏ। ତେଣୁ ସେ ଖରାପ କଥା କୁ ହେ।
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।