Home Bibles ଯିଖରିୟ 8:18 · ଓଡ଼ିଆ ବାଇବେଲ
ଯିଖରିୟ 8:18 · ଓଡ଼ିଆ ବାଇବେଲ

ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି ବାର୍ତ୍ତା ମାେ ନିକଟକୁ ପଠାଇଲେ।

Cross references

ଯିଖରିୟ 8:9

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ଯ ଏହି ଦିନଗୁଡିକରେ ସହେି ବାକ୍ଯଗୁଡିକ ଭବିଷ୍ଯତ୍ବକ୍ତାମାଙ୍କଠାରୁ ଶୁଣୁଅଛ। ଯେତବେେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହାଇେଥିଲା, ୟାବାପାଇଁ ମନ୍ଦିର ନିର୍ମାଣ ହାଇେ ପାରିଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:5

ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।

ପିତରଙ୍କ ପ୍ରଥମ ପତ୍ 1:11

ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।

Interlinear

Choose Theme