Home Bibles ଯିଖରିୟ 8:23 · ଓଡ଼ିଆ ବାଇବେଲ
ଯିଖରିୟ 8:23 · ଓଡ଼ିଆ ବାଇବେଲ

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ସହେି ଦିନମାନଙ୍କ ରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ଯରୁ ଦଶଜଣ ଲୋକ, ଜଣେ ୟିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, 'ତୁମ୍ଭ ସହିତ ଆମ୍ଭେ ୟିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି।'

Cross references

ଆଦି ପୁସ୍ତକ 31:7

ତୁମ୍ଭର ପିତା ମାେତେ ପ୍ରତାରଣା କଲେ। ତୁମ୍ଭର ପିତା ମାରେ ବତନେ ଦଶଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମାେତେ ରକ୍ଷା କଲେ। ସେ ଲାବନକୁ ମାରେ କ୍ଷତି କରିବାକୁ ଦେଲେ ନାହିଁ।

ଆଦି ପୁସ୍ତକ 31:41

ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧିଅରେ ତୁମ୍ଭେ ଦଶଥର ମାହେର ବର୍ତ୍ତନ ପରିବର୍ତ୍ତନ କରିଅଛ।

ଗଣନା ପୁସ୍ତକ 10:29

ତା'ପରେ ମାଶାେ ଆପଣା ଶ୍ବଶୁର ମିଦିଯନୀଯ ରୁଯଲରେ ପୁତ୍ର ହୋବବକୁ କହିଲେ, ଆମ୍ଭମାନେେ ସହେି ସ୍ଥାନକୁ ୟାଯଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦବେେ, ଆମ୍ଭମାନଙ୍କ ସାଙ୍ଗ ରେ ଆସ। ଆମ୍ଭମାନେେ ତୁମ୍ଭର ମଗଂଳ କରିବା। କାରଣ ସଦାପ୍ରଭୁ ଇଶ୍ରାୟେଲ ବିଷଯ ରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।

ଗଣନା ପୁସ୍ତକ 14:14

ପୁଣି ସମାନେେ ଏ ଦେଶ ନିବାସିମାନଙ୍କୁ ତାହା କହିବେ, ସମାନେେ ଶୁଣିଛନ୍ତି ଯେ ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧିଅରେ ଅଛନ୍ତି, କାରଣ ତୁମ୍ଭେ ସମାନଙ୍କେୁ ପ୍ରତ୍ଯକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସମାନଙ୍କେ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭ ରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭ ରେ ସମାନଙ୍କେ ଆଗେ ଆଗେ ଗମନ କରୁଅଛ।

ଗଣନା ପୁସ୍ତକ 14:22

ଏମାନଙ୍କ ମଧ୍ଯରୁ ଏହି ଲୋକ ମାରେମହିମା ଦେଖିଲେ, ପୁଣି ଯେଉଁମାନେ ମିଶର ରେ ଓ ମରୁଭୂମିରେ ଚିହ୍ନସ୍ବରୂପ ମାରେ କୃତ କର୍ମ ଦଖାଇେଛନ୍ତି ଏବଂ ଯେଉଁମାନେ ମାେତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମାେ ବାକ୍ଯ ରବ ରେ ଅମନୋୟୋଗୀ ହାଇେଅଛନ୍ତି,

ଦିତୀୟ ବିବରଣ 4:6

ତେଣୁ ଏହି ବ୍ଯବସ୍ଥାସବୁ ପାଳନ କର ଏବଂ ସଗେକ୍ସ୍ଟଡିକ ଅଭ୍ଯାସ କର କାରଣ ବହକ୍ସ୍ଟତ ଦେଶମାନଙ୍କ ମଧିଅରେ ଏହା ତୁମ୍ଭର ଜ୍ଞାନ ଓ ବକ୍ସ୍ଟଝାମଣା ହବେ। ଏହି ବ୍ଯବସ୍ଥା ଶକ୍ସ୍ଟଣିଲାପରେ ସମାନେେ କହିବେ ଯେ, 'ଇଶ୍ରାୟେଲୀୟ ଲୋକମାନେ ମହାନ ଲୋକ ଯେଉଁମାନେ ଜ୍ଞାନୀ ଏବଂ ବକ୍ସ୍ଟଝାମଣା ଶକ୍ତି ଅଛି।'

ଯିହୋଶୂୟ 2:9

ମୁ ଜାଣେ, ସଦାପ୍ରଭୁ ଏହି ଦେଶକକ୍ସ୍ଟ ତକ୍ସ୍ଟମ୍ଭ ଲୋକମାନଙ୍କୁ ଦଇେଛନ୍ତି ଏବଂ ତୁମ୍ଭମାନେେ ଆମ୍ଭଙ୍କକ୍ସ୍ଟ ଭୟ ଜନ୍ମାଉଅଛ, ଏହି ସକାେଶ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।

ରୂତର ବିବରଣ 1:16

କିନ୍ତୁ ଋତ କହିଲେ, ଦୟାକରି ତୁମ୍ଭକୁ ଛାଡି ୟିବା ପାଇଁ ମାେତେ ବାଧ୍ଯ କର ନାହିଁ। ମାରେ ସ୍ବଗୃହକକ୍ସ୍ଟ ଫରେିୟିବା ପାଇଁ ମାେତେ କକ୍ସ୍ଟହ ନାହିଁ। ମାେତେ ତକ୍ସ୍ଟମ୍ଭ ସହିତ ୟିବାକକ୍ସ୍ଟ ଦିଅ। ତୁମ୍ଭେ ୟକ୍ସ୍ଟଆଡେ ୟିବ, ମୁ ସହେିଆଡେ ୟିବି। ତୁମ୍ଭେ ଯେଉଁଠା ରେ ରହିବ ମୁ ସହେିଠା ରେ ରହିବି। ତୁମ୍ଭର ଲୋକ ହିଁ ମାରେ ଲୋକ, ତୁମ୍ଭର ସଦାପ୍ରଭୁ ହିଁ ମାରେସଦାପ୍ରଭୁ ହବେେ।

ପ୍ରଥମ ଶାମୁୟେଲ 15:27

ଯେତବେେଳେ ଶାମକ୍ସ୍ଟଯଲେ ଫରେିୟିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭଗୋର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

ଦିତୀୟ ଶାମୁୟେଲ 15:19

ସେତବେେଳେ ରାଜା ଗାଥୀଯ ଇତ୍ତଯକକ୍ସ୍ଟ କହିଲେ, ତୁମ୍ଭମାନେେ କାହିଁକି ଆମ୍ଭମାନଙ୍କ ସଙ୍ଗ ରେ ଯାଉଛ? ଫରେିୟାଅ, ରାଜାଙ୍କ ସହିତ ରହିୟାଅ। କାରଣ ତୁମ୍ଭେ ତ ଜଣେ ବିଦେଶୀ। ତୁମ୍ଭେ ମଧ୍ଯ ନିର୍ବାସିତ ଲୋକ, ତୁମ୍ଭେ ନିଜ ସ୍ଥାନକକ୍ସ୍ଟ ଫରେିୟାଅ।

ପ୍ରଥମ ରାଜାବଳୀ 8:42

ସମାନେେ ଏହି ମନ୍ଦିରକୁ ବହୁ ଦୂରରୁ ଆସିବେ ଓ ପ୍ରାର୍ଥନା କରିବେ।

ଦିତୀୟ ରାଜାବଳୀ 2:6

ଏଲିଯ ଇଲୀଶାୟଙ୍କୁ କହିଲେ, ମୁଁ ବିନଯ କରୁଛି, ତୁମ୍ଭେ ଏହିଠା ରେ ଥାଅ, କାରଣ ସଦାପ୍ରଭୁ ମାେତେ ୟର୍ଦ୍ଦନ ନଦୀକୁ ପଠାଇଛନ୍ତି।

ପ୍ରଥମ ବଂଶାବଳୀ 12:18

ଅମାସଯ ତିରିଶ ବୀରଙ୍କର ନେତା ଥିଲେ। ଏହାପରେ, ଆତ୍ମା ଅମାସଯଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ,

ଦିତୀୟ ବଂଶାବଳୀ 15:9

ଏହାପରେ ଆସା ଯିହୁଦା ଓ ବିନ୍ଯାମୀନର ସମସ୍ତ ଲୋକଙ୍କୁ ଏକତ୍ରୀତ କଲେ। ସେ ଆହୁରି ମଧ୍ଯ ଇଫ୍ରଯିମ, ମନଃଶି ଓଶିମିଯୋନ ବଂଶର ଲୋକମାନଙ୍କୁ ଏକତ୍ରୀତ କଲେ, ଯେଉଁମାନେ ଇଶ୍ରାୟେଲ ଦେଶରୁ ବାହାରି ଯିହୁଦା ଦେଶ ରେ ବାସ କରିବାକୁ ଆସିଥିଲେ, ସହେି ଲୋକମାନଙ୍କ ମଧିଅରେ ଅଧିକାଂଶ ଲୋକ ଯିହୁଦା ଦେଶକୁ ଚାଲି ଆସିଥିଲେ, କାରଣ ସମାନେେ ଦେଖିଲେ ଯେ, ସଦାପ୍ରଭୁ, ଆସାଙ୍କର ପରମେଶ୍ବର, ଆସାଙ୍କର ସହିତ ଅଛନ୍ତି।

ଏଷ୍ଟର ବିବରଣ 8:17

ଏବଂ ପ୍ରତି ପ୍ରଦେଶ ରେ ଓ ପ୍ରତି ନଗର ରେ, ଯେ କୌଣସି ସ୍ଥାନ ରେ ରାଜାଜ୍ଞା ଓ ନିଯମ ପତ୍ର ଉପସ୍ଥିତ ହେଲା, ସହେି ସ୍ଥାନ ରେ ୟିହୁଦୀଯମାନଙ୍କର ଆନନ୍ଦ ଓ ଆମାଦେ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନକେ ଲୋକ ୟିହୁଦୀଯ ମତାଲମ୍ବୀ ହେଲେ, ଯେ ହତେୁ ସମାନେେ ୟିହୁଦୀଯମାନଙ୍କ ସକାେଶ ଭୟ କଲେ।

ଆୟୁବ ପୁସ୍ତକ 19:3

ତୁମ୍ଭେ ବର୍ତ୍ତମାନ ସୁଦ୍ଧା ମାେତେ ଦଶଥର ଅପମାନିତ କଲଣି। ତୁମ୍ଭକୁ ଟିକେ ଲଜ୍ଜା ଲାଗୁନି ଯେତବେେଳେ ମାେତେ ଆକ୍ରମଣ କରୁଛ।

ଉପଦେଶକ 11:2

ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀ ରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ।

ଯିଶାଇୟ 3:6

ସେତବେେଳେ କହେିଜଣେ ବ୍ଯକ୍ତି ନିଜ ପରିବାର ମଧ୍ଯରୁ ଜଣଙ୍କୁ ଧରି କହିବେ, ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହବେ। ତୁମ୍ଭେ ଏହି ନିପତିତ ରାଜ୍ଯର ଅଧିପତି ହବେ।'

ଯିଶାଇୟ 4:1

ସହେି ସମୟରେ ସାତଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, ଆମ୍ଭମାନେେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହା ହେଲେ ଆମ୍ଭମାନେେ ଆମ୍ଭମାନଙ୍କର ସମସ୍ତ କାର୍ୟ୍ଯ କରିବୁ। ଆମ୍ଭମାନଙ୍କୁ କବଳେ ତୁମ୍ଭର ନାମ ରେ ଖ୍ଯାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।'

ଯିଶାଇୟ 45:14

ସଦାପ୍ରଭୁ କୁହନ୍ତି, ମିଶରର ସମ୍ପଦ, କୂଶର ବାଣିଜ୍ଯର ଲାଭ ଓ ଦୀର୍ଘକାଯ ସବାଯୀଯମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହବେେ। ସମାନେେ ତୁମ୍ଭର ଅନୁସରଣ କରିବେ। ସମାନେେ ହସ୍ତ ରେ ଶୃଙ୍ଖଳାବଦ୍ଧ ହାଇେ ଆସିବେ, ପୁଣି ସମାନେେ ତୁମ୍ଭକୁ ପ୍ରଣାମ କରିବେ ଓ ନିବଦନେ କରି କହିବେ, ପ୍ରକୃତ ରେ ଇଶ୍ରାୟେଲର ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି, ତାଙ୍କ ବିନା ଆଉ କହେି ପରମେଶ୍ବର ନାହାଁନ୍ତି ଓ ତାଙ୍କ ବ୍ଯତୀତ ଆଉ କହେି ମଧ୍ଯ ନାହାଁନ୍ତି।

ଯିଶାଇୟ 55:5

ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ବାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ବର ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଅଛନ୍ତି।

ଯିଶାଇୟ 60:3

ପୁଣି ଅନ୍ୟଦେଶୀଯମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।

ଯିଶାଇୟ 66:18

କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।

ମୀଖା 5:5

ସଠାେ ରେ ଶାନ୍ତି ବିରାଜିତ ହବେ। ଯଦି ଅଶୂରୀଯ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ଯକୁ ଆକ୍ରମଣ କରିବେ, ତବେେ ଆମ୍ଭେ ଇଶ୍ରାୟେଲର ସାତଜଣ ମଷେପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।

ମାଥିଉଲିଖିତ ସୁସମାଚାର 18:21

ତା'ପରେ ପିତର ଯୀଶୁଙ୍କ ପାଖକୁ ଯାଇ ପଚାରିଲେ, ପ୍ରଭୁ, ମାେ ଭାଇ ଯଦି ମାେ ନିକଟରେ ବାରମ୍ବାର ଅପରାଧ କରେ, ତବେେ ମୁଁ ତାକୁ କେତେଥର ପର୍ୟ୍ଯନ୍ତ କ୍ଷମା ଦବେି? ମୁଁ କଣ ତାକୁ ସାତଥର ପର୍ୟ୍ଯନ୍ତ କ୍ଷମା ଦବେି?

ଲୂକଲିଖିତ ସୁସମାଚାର 8:44

ସହେି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁ ଦଲୋ। ତତ୍କ୍ଷଣାତ୍ ତାର ରକ୍ତସ୍ରାବ ବନ୍ଦ ହାଇଗେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:47

ପ୍ରଭୁ ଆମ୍ଭକୁ ଏହି ଆଦେଶ ଦଇେଛନ୍ତି:

ରେରିତମାନଙ୍କ କାର୍ଯ୍ୟର ବିବରଣ 19:12

ତେଣୁ ପାଉଲ ସ୍ପର୍ଶ କରୁଥିବା ରୁମାଲ ଓ ଗାମୁଛା ନଇେ ରୋଗୀମାନଙ୍କ ଉପରେ ପକାଇ ଦେଉଥିଲେ ଓ ଏହିଭଳି ସମାନେେ ରୋଗରୁ ସୁସ୍ଥ ହାଇଯୋଉଥିଲେ। ସମାନଙ୍କେ ମଧ୍ଯରୁ ଭୂତାତ୍ମା ମଧ୍ଯ ଚ଼ାଲିଯାଉଥିଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:25

ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହବେ, ସେଥି ରେ ସେ ମସ୍ତକ ନତକରି ପରମେଶ୍ବର ଯେ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ଏହା ସ୍ବୀକାର କରି ପରମେଶ୍ବରଙ୍କ ଉପାସନା କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9

ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:6

ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।

Interlinear

Choose Theme