ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ୟିରୁଶାଲମର ଖାେଲା ସ୍ଥାନ ରେ ବସ। ପ୍ରେତ୍ୟକକଙ୍କ ହାତ ରେ ଏକ ଆଶାବାଡି ରହିବ କାରଣ ସମାନଙ୍କେର ବୃଦ୍ଧାବସ୍ଥା ପାଇଁ।
Cross references
ଆଘାତପ୍ରାପ୍ତ ଲୋକ ଯଦି ଶୟ୍ଯାଶାଯୀ ହୁଏ ଏବଂ ବିଛଣାରୁ ଉଠିପା ରେ ଏବଂ ସେ ଆଶାବାଡି ଧରି ଚାଲିପା ରେ। ତବେେ ଆଘାତ ଦଇେଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହବୋ ପର୍ୟ୍ଯନ୍ତ ତା'ର ସହାୟତା କରିବ।
ସମୟ ଆସକ୍ସ୍ଟଅଛି, ଯେତବେେଳେ ମୁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସହେିଦିନ ଆସକ୍ସ୍ଟଅଛି, ତହିଁରେ ତକ୍ସ୍ଟମ୍ଭ ବଂଶ ରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ।
ତୁମ୍ଭେ ଗହମ କ୍ଷେତ୍ର ରେ ଗହମ ସଦୃଶ ୟିଏ ଅମଳ ସମୟ ପର୍ୟ୍ଯନ୍ତ ବୃଦ୍ଧି ପାଇବ। ହଁ ତୁମ୍ଭେ ଅତ୍ଯଧିକ ବୃଦ୍ଧି ହେଲା ପର୍ୟ୍ଯନ୍ତ ବଞ୍ଚି ରହିବ।
ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥା ରେ ମୃତ୍ଯୁବରଣ କଲା।
କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସଠାେ ରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ୟ୍ଯନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମ ରେ, ସେ ଅଭିଶପ୍ତ ବୋଲି ବିଚାର କରାୟିବ।
ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହାପ୍ରତି ଏ ପ୍ରକାର ବ୍ଯବହାର କରିଅଛ ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଚାରୁଛି, କୌଣସି ମାଆ କ'ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷଣ କରିବ? ଯାଜକଗଣ ଓ ଭବିଷ୍ଯଦ୍ ବକ୍ତା କ'ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ନିହତ ହବେେ କି?
ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀ ଲୋକମାନଙ୍କୁ ଧର୍ଷଣ କଲେ।
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।