Home Bibles ଯିଖରିୟ 9:2 · ଓଡ଼ିଆ ବାଇବେଲ
ଯିଖରିୟ 9:2 · ଓଡ଼ିଆ ବାଇବେଲ

ଏହା ମଧ୍ଯ ସତ୍ଯ ଯେ, ହମାତ୍, ସୋର ଓ ସୀଦୋନ ସୀମା ରେ ଅବସ୍ଥିତ ଅଟେ। କାରଣ ସମାନେେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୂର୍ଗ ନିର୍ମାଣ କଲା।

Cross references

ଗଣନା ପୁସ୍ତକ 13:21

ତେଣୁ ସମାନେେ ସୀନ ମରୁଭୂମିରୁ ୟାତ୍ରାକରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ୟ୍ଯନ୍ତ ଦେଶ ଅନୁସନ୍ଧାନ କଲେ।

ପ୍ରଥମ ରାଜାବଳୀ 17:9

ସୀଦୋନର ସାରିଫତ୍କୁ ୟାଇ ସଠାେରେ ବାସ କର। ସଠାେରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦଇେଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।

ଦିତୀୟ ରାଜାବଳୀ 23:33

ଫାରୋ-ନଖୋ ଯିହାୟୋଦାରହସ୍ଙ୍କୁ ହମାତ୍ ଦେଶସ୍ଥ ରିବ୍ଲା ରେ ବନ୍ଦୀ କରି ରଖିଲେ। ତେଣୁ ସେ ଆଉ ୟିରୁଶାଲମ ରେ ଶାସନ କରି ପାରିଲେ ନାହିଁ। ପୁଣି ଫାରୋ-ନଖୋ ଯିହୁଦା ଦେଶ ଉପରେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ଧାର୍ୟ୍ଯ କଲେ।

ଦିତୀୟ ରାଜାବଳୀ 25:21

ଏହି ରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହାଇେ ନୀତ ହୋଲା।

ଯିଶାଇୟ 23:1

ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।

ଯିରିମିୟ 49:23

ଦମ୍ମେଶକ ପାଇଁ ଏହି ବାର୍ତ୍ତା,

ଯିହିଜିକଲ 26:1

ଅନନ୍ତର ଏକାଦଶ ବର୍ଷର ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

ଯିହିଜିକଲ 27:1

ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

ଯିହିଜିକଲ 28:1

ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

ଯିହିଜିକଲ 28:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,

ଯିହିଜିକଲ 28:12

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ରାଜାଙ୍କ ପାଇଁ ସୋର ରେ ଏହି ବିଳାପ ସଙ୍ଗୀତ ଗାନ କର ଏବଂ ତାକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି ;

ଯିହିଜିକଲ 28:21

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୀଦୋନ ଆଡ଼କୁ ମୁହଁ ବୁଲାଇ ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।

ଯୋୟେଲ 3:4

ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭମାନେେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭମାନେେ ଆମ୍ଭଙ୍କୁ ଦଣ୍ତ ଦଇେ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦବୋ।

ଆମୋଷ 1:3

ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।

ଆମୋଷ 1:9

ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ କରିଥିଲେ। ଆଉ ମଧ୍ଯ ସମାନେେ ସମଗ୍ର ଜାତିକୁ ନଇଗେଲେଏବଂ ସମାନଙ୍କେୁ କ୍ରୀତଦାସ ରୂପେ ଇଦୋମକୁ ପ୍ ରରଣେ କରିଥିଲେ। ସମାନେେ ଇଶ୍ରାୟେଲୀୟମାନଙ୍କ ସହିତ ବନ୍ଧୁତ୍ବ ଚୁକ୍ତିକୁ ମନେ ପକାଇ ନଥିଲେ।

ଆମୋଷ 6:14

କିନ୍ତୁ ହେ ଇଶ୍ରାୟେଲବାସୀ, ତୁମ୍ଭ ଦେଶ ବିରୁଦ୍ଧ ରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସହେି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ଯ ଉପ ରେ ଦୁଃଖ କ୍ଲେଶ ଆଣିବ। ଏହି କ୍ଲେଶ ହମାତଠାରୁ ଅରାବା ମାର୍ଗ ପର୍ୟ୍ଯନ୍ତ ଲାଗି ରହିବ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା କୁହନ୍ତି।

ଓବଦିୟ 1:20

ଇଶ୍ରାୟେଲର ଲୋକମାନେ ସମାନଙ୍କେର ଗୃହ ପରିତ୍ଯାଗ କରିବାକୁ ବାଧ୍ଯ ହାଇେଥିଲେ। କିନ୍ତୁ ସହେି ଲୋକମାନେ ସାରିଫତ୍ର ବାଟରେ ଥିବା କନାନୀଯ ରାଜ୍ଯକୁ ଅଧିକାର କରିବେ। ଯିହୁଦାର ଲୋକମାନେ ୟିରୁଶାଲମ ଛାଡିବାକୁ ବାଧ୍ଯ ହାଇେଥିଲେ ଏବଂ ସଫାରଦ ରେ ବାସ କଲେ। କିନ୍ତୁ ସମାନେେ ଦକ୍ଷିଣର ନଗରଗୁଡିକୁ ଅଧିକାର କରିବେ।

Interlinear

Choose Theme