ସଦାପ୍ରଭୁଙ୍କର ସହେି ବିଶଷେ ଦିବସ ଖୁବ୍ ଶୀଘ୍ର ଆସୁଛି। ସହେିଦିନ ଅତି ସନ୍ନିକଟ। ବିଗ୍ଭରର ସହେି ବିଶଷେ ଦିବସ ରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶଦ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ଯମାନେ ଚିତ୍କାର କରି ଉଠିବେ।
Cross references
ହଶବୋନ୍ ଓ ଇଲିଯାଲି ଅତି ଉଚ୍ଚସ୍ବର ରେ କ୍ରନ୍ଦନ କରୁଛି। ସମାନଙ୍କେର ରବ ୟହସ୍ ପର୍ୟ୍ଯନ୍ତ ଶୁଣା ୟାଇଛି। ଏପରିକି ମାୟୋବର ସୈନ୍ଯମାନେ ଭୟ ରେ କମ୍ପିତ ହାଇେ ଆର୍ତ୍ତନାଦ କରୁଛନ୍ତି।
ତେଣୁ ମୁଁ କହୁଛି, ମାେତେ ଚାହଁ ନାହିଁ। ମାେତେ କାନ୍ଦିବାକୁ ଦିଅ। ମାେ ଗୋଷ୍ଠୀଯ କନ୍ଯାର ସର୍ବନାଶ ବିଷଯ ରେ ମାେତେ ସାନ୍ତ୍ବନା ଦବୋକୁ ଚେଷ୍ଟା କର ନାହିଁ।'
ମାତ୍ର ଶୁଣ, ସମାନଙ୍କେର ପରାକ୍ରମଶାଳୀ ମାନେ ବାହା ରେ କ୍ରନ୍ଦନ କରୁଛନ୍ତି। ଶାନ୍ତିକାମୀ ଦୂତମାନେ ଅତିଶଯ ରୋଦନ କରୁଛନ୍ତି।
ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ବର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।
ମୁଁ ମଷେପାଳକମାନଙ୍କର ଚିତ୍କାର ଓ ମଷେପଲର ଅଧିପତିମାନଙ୍କର ସ୍ବର ଶୁଣିଅଛି। କାରଣ ସଦାପ୍ରଭୁ ସମାନଙ୍କେର ବାସସ୍ଥାନ ଉଜାଡ଼ କରିଅଛନ୍ତି।
ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
ଆମ୍ଭେ କ'ଣ ଦେଖୁଅଛୁ ? ସମାନେେ ଉଦବିଗ୍ନ ହାଇେ ପଛକୁ ଫରେୁଛନ୍ତି। ସମାନଙ୍କେର ବୀରଗଣ ପରାସ୍ତ ହାଇେଛନ୍ତି ଓ ପଛକୁ ନ ଚାହିଁ ଶୀଘ୍ର ଶୀଘ୍ର ପଳାଯନ କରୁଛନ୍ତି। ସମାନଙ୍କେ ଚତୁର୍ଦ୍ଦିଗ ରେ ଆଶଙ୍କା ଭରି ୟାଇଛି। ସଦାପ୍ରଭୁ ଏହିସବୁ କହନ୍ତି।
ମାୟୋବ ଅଧିକୃତ ହବେ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହବେ। ଆଉ ସେତବେେଳେ ମାୟୋବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବଦନୋଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହବେ।
ଅନ୍ତିମ କାଳ ଆସୁଅଛି, ୟବନିକା ଆସୁଅଛି। ଏହା ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେଉଅଛି। ଏହା ତା'ର ବାଟରେ ଆସୁଅଛି।
ହେ ଦେଶର ନିବାସୀଗଣ, ତୁମ୍ଭମାନଙ୍କର ଅନ୍ତିମ ଦଣ୍ଡ ଆସିୟାଇଛି। ସହେି ସମୟ ଆସୁଅଛି, ତୁମ୍ଭର ଶଷେ ବିଚାର ଦିନ ଅତି ନିକଟ। ସହେି ଦିନଟି ସନ୍ଦହରେ ଓ ବହୁତ ଦୁଃଖପ୍ରଦ ଅଟେ। ତାହା ପର୍ବତଗଣ ଉପ ରେ ଆନନ୍ଦ ଧ୍ବନିର ଦିନ ନୁହେଁ।
ସମୟ ଆସିଅଛି, ସହେିଦିନ ନିକଟବର୍ତ୍ତୀ ହେଉଅଛି। କ୍ ରତାେ ଆନନ୍ଦ ନ କରୁ ଓ ବିକ୍ ରତାେ ଶାେକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧିଅରେ ଥିବା ପ୍ରେତ୍ୟକକଙ୍କ ଉପ ରେ ଆସିୟାଇଛି।
ଏଣୁ ସହେି ପୁରୁଷମାନଙ୍କୁ କୁହ, ସଦାପ୍ରଭୁ ସମାନଙ୍କେର ପ୍ରଭୁ କହନ୍ତି। ଆମ୍ଭେ ସହେି ପ୍ରବାଦ ବନ୍ଦ କରିବା ଓ ଏହା ଇଶ୍ରାୟେଲର ଲୋକମାନଙ୍କ ଦ୍ବାରା ବ୍ଯବହାର ହବେ ନାହିଁ। କିନ୍ତୁ ସମାନେେ କହିବେ, ପ୍ରେତ୍ୟକକ ଦର୍ଶନ ସଫଳତା ସନ୍ନିକଟ ହବୋର ସମୟ ପାଖଇେ ଆସୁଅଛି।
କାରଣ ସଦେିନ ନିକଟବର୍ତ୍ତୀ, ହଁ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସଦେିନ ମଘାେଚ୍ଛନ୍ନ ଦିନ। ତାହା ରାଷ୍ଟ୍ରମାନଙ୍କ ପାଇଁ କାଳ ହବେ।
ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।
ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।
ସଦାପ୍ରଭୁ ଉଚ୍ଚ ସ୍ବର ରେ ତାଙ୍କର ସୈନ୍ଯବାହିନୀକୁ ଆହ୍ବାନ କରନ୍ତି। ତାଙ୍କର ଶିବୀର ଅତି ବିରାଟ। ସହେି ସୈନ୍ଯଗଣ ତାଙ୍କର ଆଦେଶକୁ ପାଳନ କରନ୍ତି। ସମାନେେ ଅତି ଶକ୍ତିଶାଳୀ। ସଦାପ୍ରଭୁଙ୍କର ସହେି ଦିନଟି ଅତି ମହାନ୍ ଓ ଭୟଙ୍କର। କହେି ତାକୁ ଅଟକାଇ ପାରିବେ ନାହିଁ।
ସଦାପ୍ରଭୁଙ୍କର ସହେି ମହାନ୍ ଓ ଅଦ୍ଭୁତ ଦିନର ଆଗମନ ରେ ସୂର୍ୟ୍ଯ ଅନ୍ଧକାରମଯ ଓ ଚନ୍ଦ୍ର ରକ୍ତବର୍ଣ୍ଣ ହାଇଯେିବେ।
ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।
ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?
ତୁମ୍ଭେ ସଦାପ୍ରଭୁ ମାରେ ପ୍ରଭୁଙ୍କ ସମ୍ମୁଖ ରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦବୋପାଇଁ ସଦାପ୍ରଭୁଙ୍କ ବିଶଷଦେିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।
ସଦାପ୍ରଭୁ ମଧ୍ଯ କହିଲେ, ସହେି ସମୟରେ ୟିରୁଶାଲମର ମତ୍ସ୍ଯ ଦ୍ବାରଠା ରେ ସାହାୟ୍ଯ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାଶର୍ବ ରେ ମଧ୍ଯ ସାହାୟ୍ଯ ପାଇଁ ଚିତ୍କାର କରୁଥିବେ। ସମାନେେ ମଧ୍ଯ ପାହାଡମାନଙ୍କରୁ ଖୁବ୍ ଜୋର୍ ରେ ଶଦ୍ଦ ଶୁଣିବେ।
ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।
ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।
ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଆସୁଛନ୍ତି।
ସ୍ବର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତବେେଳେ ଉଚ୍ଚ ସ୍ବର ରେ ଏକ ଆଦେଶ ହବେ। ମୁଖ୍ଯ ସ୍ବର୍ଗଦୂତଙ୍କ ସ୍ବର ଓ ପରମେଶ୍ବରଙ୍କ ତୂରୀନାଦ ମାଧ୍ଯମ ରେ ଏହି ଆଦେଶ ଦିଆ ହବେ। ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଥାଇ ମରିଛନ୍ତି, ସମାନେେ ପ୍ରଥମ ରେ ପୁନରୁତ୍ଥିତ ହବେେ।
ଆଗରୁ ଯେତବେେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, ଆଉ ଥରେ ମୁଁ କମ୍ପାଇବି କବଳେ ପୃଥିବୀକୁ ନୁହେଁ ବରଂ ମୁଁ ସ୍ବର୍ଗକୁ ମଧ୍ଯ କମ୍ପାଇବି।327
ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।
ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।
ତା'ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସମାନଙ୍କେ ଭିତ ରେ ପୃଥିବୀର ରାଜାମାନେ, ଶାସକମାନେ, ସନୋପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରେତ୍ୟକକ ବ୍ଯକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଚାଇ ରଖିଲେ।